ରାଜ୍ୟ ସ୍ପେଶାଲ ରିପୋର୍ଟ

ସୋରିଷ ତେଲ ବିଜ୍ଞାପନରେ ରାଷ୍ଟ୍ରପତିଙ୍କ ଫଟୋ, ଥାନାରେ ଏତଲା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କରଞ୍ଜିଆ ଗୋଲେଇ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଫଟୋକୁ ବ୍ୟବହାର କରି ଏକ ସୋରିଷ ତେଲ କମ୍ପାନି କରଞ୍ଜିଆ ସହର ସମେତ ଆଖପାଖ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ ବଡ଼ବଡ଼ ବ୍ୟାନର୍‌ ଓ ହୋର୍ଡ଼ିଂ ଲଗାଇଛି।

ନିଜ ଉତ୍ପାଦକୁ ବିଜ୍ଞାପିତ କରିବା ପାଇଁ ମହାମହିମ ରାଷ୍ଟ୍ରପତିଙ୍କ ଫଟୋ ଲଗାଇବା ସାମ୍ବିଧାନିକ ପଦମର୍ଯ୍ୟାଦା ଓ ବିଧିବ୍ୟବସ୍ଥା ପ୍ରତି ଘୋର ଅପମାନ। ଏଭଳି କରି କମ୍ପାନି ରାଷ୍ଟ୍ରପତିଙ୍କ ମର୍ଯ୍ୟାଦାହାନି କରିଥିବାରୁ ମହିଳା ଆଇନଜୀବୀ ଝରଣା ପୃଷ୍ଟି କରଞ୍ଜିଆ ଥାନାରେ ଏତଲା ଦେବା ସହ ରାନୀ ସୋରିଷ ତେଲ କମ୍ପାନି ଓ ବିତରକଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।