ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ, ଏଏସ୍‌ଆଇ ସହ ଆଲୋଚନା ଚାଲିଛି-ଜିଲ୍ଲାପାଳ

ପୁରୀ ୩୧।୦୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ । ଏଥିପାଇଁ ଏଏସଆଇ ସହ ଆଲୋଚନା ହୋଇଛି। ଖୁବଶୀଘ୍ର ମରାମତି ହେବ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ସେହିପରି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଅନୁଷ୍ଠିତ ହେବ ଦ୍ବିତୀୟ ରଥଯାତ୍ରା ସମନ୍ୱୟ ବୈଠକ।‌ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଟାଉନ ହଲ୍ ଠାରେ ହେବ ଏହି ବୈଠକ। ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯିବ। ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ