ଅପରାଧ ରାଜ୍ୟ

ସ୍ୱାଧିନତା ଦିବସ ସମାରୋହକୁ ଯାଇ ଫସିଲେ ଗୋପାଳପୁର ବିଧାୟକ, କଳାପତାକା ପ୍ରଦର୍ଶନ ସହ ଧସ୍ତାଧସ୍ତି

ବ୍ରହ୍ମପୁର ୧୫/୦୮: ଆଜି ସାରା ଦେଶ ପାଳନ କରୁଛି ୭୬ ତମ ସ୍ବାଧୀନତା ଦିବସ । ଏହି କ୍ରମରେ ଗୋପାଳପୁର ନିର୍ବାଚନ ମଣ୍ଡଳୀ କମଳାପୁର ଗାଁରେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ପକ୍ଷରୁ ମଧ୍ୟ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା । ଏଥିରେ ଅତିଥି ଭାବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ନିମନ୍ତ୍ରଣ କରାଯାଇଥିଲା ।

ବିଧାୟକ ପ୍ରଦୀପ ପାଣିଗ୍ରାହୀ ପହଞ୍ଚିବା ମାତ୍ରେ କେତେକ ଦଳୀୟ କର୍ମୀ କଳା ପତାକା ପ୍ରଦର୍ଶନ କରିବା ସହ ବିଧାୟକଙ୍କ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏସବୁ ସତ୍ତ୍ବେ ମଧ୍ୟ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆୟୋଜିତ ସ୍ବାଧୀନତା ଦିବସ ସମାରୋହରେ ଯୋଗ ଦେଇ ଫେରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।