ରାଜ୍ୟ ସ୍ୱାସ୍ଥ୍ୟ

ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍‌ ରହିଛି- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୮।୦୧ : ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ ରହିଛି। ଜେନେରାଲ ବେଡ଼ ୯ ପ୍ରତିଶତ, ଆଇସିୟୁ ବେଡ଼ ୧୫ ପ୍ରତିଶତ, ଭେଣ୍ଟିଲେଟର ୫ରୁ ୬ ପ୍ରତିଶତ ଥିବା ବେଳେ ପେଡ଼୍ରିଆଟିକ ଆଡମିସନ ବହୁତ କମ ରହିଛି। ଏହି ଲହରରେ ହସ୍ପିଟାଲ ଆଡମିସନ ଓ ଅକ୍ସିଜେନ ଆବଶ୍ୟକତା କମ୍‌ ଆବଶ୍ୟକତା ରହିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ କିଛିଦିନ ହେବ ୧୦ରୁ ୧୧ହଜାର ଭିତରେ ଦୈନିକ ସଂକ୍ରମଣ ରହୁଛି। ସର୍ବନିମ୍ନ ୧୦ ରୁ ୧୫ ଦିନ ସମୟ ଦରକାର ଏହି ଟ୍ରଣ୍ଡ ବିଷୟରେ ଜାଣିବା ପାଇଁ। ଯେପର୍ଯ୍ୟନ୍ତ ଏ ଟ୍ରେଣ୍ଡ ବିଷୟରେ ନ ଜାଣିଛେ ତାହା ଆଗକୁ ବଢିବ ନା କମିବ କହିବା ଯୁକ୍ତିଯୁକ୍ତ ନୁହେଁ। ସିଡିସି ୧୫ ଦିନ ପୂର୍ବରୁ କହିଛନ୍ତି ଯେ ହୋମ ଆଇସୋଲେସନକୁ ୫ଦିନ କଲେ। କୌଣସି ଅସୁବିଧା ହେବ ନାହିଁ। ଜଳବାୟୁ, ଲୋକଙ୍କ ବ୍ୟବହାର, ଭିତ୍ତିଭୂମି ଦେଖି ଆମେ ସେସବୁକୁ ଲୋକ ଗ୍ରହଣ କରିନାହାଁନ୍ତି । ଅନ୍ୟଦେଶ ମଧ୍ୟ ଗ୍ରହଣ କରିନାହାନ୍ତି। ବୋଧହୁଏ ଆଗକୁ ଗ୍ରହଣ କରାଯାଇପାରେ। ବର୍ତ୍ତମାନ ଟାସ୍କଫୋର୍ସ ଯେଉଁ ସାତ ଦିନ ନିୟମ କରିଛନ୍ତି ତ କୁ ମାନି ଚଳିବା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ