ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ହସ୍ପିଟାଲ ରାସ୍ତାରେ ଟ୍ରାଫିକ ଜାମ, ଦେଖନ୍ତୁ ଆମ୍ବୁଲାନ୍ସ ଫସି ରହିଥିବାର ଭିଡିଓ

ଝାରସୁଗୁଡ଼ା: ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟକୁ ଯିବା ରାସ୍ତାଟି ଅତି ଶୋଚନୀୟ ହୋଇପଡିଛି। ରାସ୍ତାଟି ଚାରିଥାକିଆ ରାସ୍ତାରେ ପରିଣତ ହେଉଥିବାରୁ ନିର୍ମାଣ କାମ ଚାଲିଛି। ଫଳରେ ଧୂଳି ଓ ଟ୍ରାଫିକ ଜାମ ଏବେ ସମସ୍ୟା ସୃଷ୍ଟି କରୁଛି। ଏହି ରାସ୍ତାଟି ବାଇପାସ ରାସ୍ତା ହୋଇଥିବାରୁ ହଜାର ହଜାର ଟ୍ରକ ଯାତାୟତ କରିଥାଏ।

ଆଜି ସକାଳେ ଦୀର୍ଘସମୟ ଟ୍ରାଫିକ ଜାମ ହୋଇଥିବା ବେଳେ ଏକ ଆମ୍ବୁଲାନ୍ସ ରୋଗୀ ନେଇ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିବାରେ ଗୁରୁତର ଅସୁବିଧାର ସମ୍ମୁଖୀନ ହୋଇଥିଲା। ସ୍ଥାନଟି ଏସପି ଅଫିସ ଆଗରେ ହୋଇଥିବା ବେଳେ ପୁଲିସ ସେଠାରେ ଉପସ୍ଥିତ ଥାଇ ମଧ୍ୟ ନିରବଦ୍ରଷ୍ଟା ଥିବା ସାଧାରଣରେ ଅସନ୍ତୋଷ ସୃଷ୍ଟି କରିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ