ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା

ନୟାଗଡ଼୨୪/୧୧: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ରାସ୍ତାରେ ଚାଲି ଚାଲି ଯିବା ବେଳେ ପଛରୁ ୬ ଜଣଙ୍କୁ ହାଇଓ୍ବା ଧକ୍କା ଦେଇଥିଲା। ନୟାଗଡ଼ା ଶରଣକୁଳ ହାଇସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ଘଟଣା ପରେ ହାଇଓ୍ବା ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ ଏବଂ ୨ ମହିଳା ଅଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ମୃତ ୬ ଜଣଙ୍କ ମଧ୍ୟରେ ଜଣେ ଶିଶୁ ରହିଛି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ୍ ଏବଂ ଲୋକମାନେ ରୁଣ୍ଡ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ