ଅପରାଧ ରାଜ୍ୟ

ହାତୀ ଆକ୍ରମଣରେ ଯୁବକ ମୃତ, ହାଟରୁ ଘରକୁ ଫେରୁଥିବାବେଳେ ମାତିଲା ଦନ୍ତା

ନୀଳଗିରି ୨୧/୦୫: ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ନକୁଳକର ଅଞ୍ଚଳରେ ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଗତକାଲି ରାତିରେ ନକୁଳକର ହାଟରୁ ବାରାଗଡ଼ିଆ ଅଞ୍ଚଳର ନନ୍ଦ ସିଂଙ୍କ ପୁଅ ଶ୍ୟାମସୁନ୍ଦର ଘରକୁ ଫେରୁଥିବା ସମୟରେ ହାତୀ ଆତର୍କିତ କରିଥିଲା ଆକ୍ରମଣ ।

ରାତିରେ ଶ୍ୟାମସୁନ୍ଦର ଘରେ ପହଞ୍ଚିନଥିବାରୁ ଖୋଜାଖୋଜି କରିବା ପରେ ପାଇନଥିଲେ । ଆଜି ଜଙ୍ଗଲରୁ ମୃତଦେହ ମିଳିଥିବା ଜଣାପଡିଛି । ମୃତକ ହେଲେ ବାରାଗଡ଼ିଆ ଅଞ୍ଚଳରେ ଶ୍ୟାମସୁନ୍ଦର ସିଂ । ଘଟଣା ସ୍ଥଳରେ ବନବିଭାଗ ଓ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।