ଅପରାଧ ରାଜ୍ୟ

ହାତୀ ଆକ୍ରମଣରେ ୨ ମୃତ: ଜଗତପୁରରେ ପଶିଲେ ଗଜରାଜ

କଟକ: ଜଗତପୁରରେ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାର ଖବର ମିଳିଛି। ନିମପୁରରେ ଜଣେ ବୃଦ୍ଧ ଓ ଆଉ ଜଣେ ବୃଦ୍ଧାଙ୍କୁ ହାତୀ ଦଳି ଦେଇଥିବାର ସୂଚନା ମିଳିଛି। ଏହାପରେ ଜଗତପୁରରେ ହାତୀ ପଶିଯାଇଥିବାର ସୂଚନା ରହିଛି। ତେଣେ ଯୋବ୍ରା ଆନିକଟ ୧୪ ନମ୍ବର ଗେଟରେ ଏକ ହାତୀର ମୃତଦେହ ଲାଗିଥିବା ଦେଖାଯାଇଛି। ଉକ୍ତ ହାତୀଟି ନଦୀ ପାଣିରେ ଭାସିଆସିଥିବା ସନ୍ଦେହ କରାଯାଉଛି।

Video Player

00:00
00:14

ଏବେ ବନବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା ଅପରେସନ ଚାଲିଛି। ଏହି କାରଣରୁ ଜଗତପୁର ଗୋଲେଇ ଛକଠାରୁ ଜାତୀୟ ରାଜପଥ ପର୍ଯ୍ୟନ୍ତ କେହି ଯାତାୟାତ ନ କରିବା ପାଇଁ ସତର୍କ କରାଇଛି ବନ ବିଭାଗ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।