ଅପରାଧ ରାଜ୍ୟ

ହୋଟେଲ୍‌ରେ ବିଷ ପିଇଲେ ପ୍ରେମୀଯୁଗଳ, ପ୍ରେମିକ କଟକ ସ୍ଥାନାନ୍ତର

ପୁରୀ ୧୮।୧୦ : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ପୁରୀର ଏକ ହୋଟେଲରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ପୁରୀ ସିଟି ରୋଡ଼ ସ୍ଥିତ ଏକ ଘରୋଇ ହୋଟେଲରେ ଘଟିଛି ଏଭଳି ଘଟଣା। ଉଭୟ ବିଷ ପାନ କରି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଚିକିତ୍ସା ଲାଗି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ତେବେ ପ୍ରେମିକର ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାକୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସମୁଦ୍ର କୂଳ ଥାନା ପୋଲିସ ତଦନ୍ତ ଜାରି କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।