ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

୨ଟି ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ, ଜଣେ ଗୁରୁତର

ଦେବଗଡ଼୩୦/୧୨: ୨ଟି ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଏବଂ ଜଣେ ଗୁରୁତର। ଦେବଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ପଞ୍ଚମହଲା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ କୋଲକାତା ଅଭିମୁଖେ ଯାଉଥିବା ଏକ କମଳା ବୋଝେଇ ଟ୍ରକ୍ ସହ ଏକ ଲୁହା ପଥର ବୋଝେଇ ଟ୍ରକ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଜଣେ ମୃତ ଏବଂ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ରୁଣ୍ଡ ହୋଇଯାଇଥିଲେ। ଯାହାଫଳରେ କୋଲକାତା-ମୁମ୍ବାଇ ମଧ୍ୟରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏଥିସହ ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ