ଅପରାଧ ରାଜ୍ୟ

୨୨ ଗ୍ରାମ ବ୍ରାଉନ ସୁଗାର ଜବତ; ଜଣେ ଯୁବକଙ୍କୁ ଗିରଫ କଲା ଅବକାରୀ ଟିମ୍‌

ଧର୍ମଗଡ଼ ୨୫/୧୧: କଳାହାଣ୍ଡି ଜିଲ୍ଲା ଭବାନିପାଟଣା ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛିl ଏଥିରେ ଯୁବ ବର୍ଗ ଲିପ୍ତ ହୋଇ ଅପରାଧ କରୁଥିବା ଦେଖିବାକୁ ମିଳୁଛିl କି ଭବାନିପାଟଣା ପରିବହନ କାର୍ଯ୍ୟାଳୟ ସାମ୍ନାରେ କିଛି ଯୁବକ ବ୍ରାଉନ ସୁଗାର କାରବାର କରୁଥିବା ଅବକାରୀ ବିଭାଗ ଜାଣିପାରିଥିଲାl ଏନେଇ ଅବକାରୀ ପୋଲିସ ଗ୍ରାହକ ହୋଇ ଯାଇଥିଲେ।

ସେଠାରେ ଜଣେ ଯୁବକଙ୍କୁ ୨୨ ଗ୍ରାମ ବ୍ରାଉନ ସୁଗାର ସହିତ ୭ ହଜାର ୩ଶହ ଟଙ୍କା ଏବଂ ଗୋଟିଏ ବାଇକ ଜବତ କରିଥିଲେ। ଗିରଫ ଯୁବକଙ୍କ ପରିଚୟ ଶିବ ସେନାପତି। ସେ ନାକଟିଗୁଡାର ବାସିନ୍ଦା ବୋଲି ଜଣା ପଡିଛି l ଅବକାରୀ ବିଭାଗ ଯୁବକଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିବା ପରେ ପଚରଉଚରା କରିବା ସହ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରଯାଇଛି ବୋଲି ଅବକାରୀ ଅଧିକ୍ଷକ କହିଛନ୍ତି l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।