ରାଜ୍ୟ

୨୫ ଓଏଏସ୍‌ ଅଧିକାରୀଙ୍କ ବଦଳି

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଓଏଏସ୍‌ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଭିନ୍ନ ସ୍ଥାନରେ ତହସିଲ୍‌ଦାର, ବିଡିଓ, ସବ୍‌ ରେଜିଷ୍ଟ୍ରାର୍‌ ଓ ଡେପୁଟି କଲେକ୍ଟର ଥିବା ୨୫ ଜଣ ଅଧିକାରୀଙ୍କର ବଦଳି ହୋଇଛି। ରାଜସ୍ବ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଛି। ଏହା ବାଦ୍ ଓଡ଼ିଶା ରାଜସ୍ବ ସେବାର ୮ ଜଣ ଅଧିକାରୀ ଓଡ଼ିଶା ପ୍ରଶାସନିକ ସେବାକୁ ପଦୋନ୍ନତି ପାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।