ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଆଉ ୨ ଦିନରେ ରାଜ୍ୟରେ ଶୀତ ବଢ଼ିବ। ସର୍ବନିମ୍ନ ରାତି ତାପମାତ୍ରା ୨ରୁ ୪ ଡିଗ୍ରି ଯାଏ ଖସିଯିବ। ଫଳରେ ଶୀତ ପୁଣି ଫେରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏବେ ରାଜ୍ୟରେ ପାଗ ଖରାଟିଆ ରହୁଛି। ଆକାଶ ନିର୍ମଳ ଯୋଗୁଁ ଖରା ଟାଣ ଲାଗୁଛି। ରାତିରେ ବିଶେଷ ଶୀତ ମଧ୍ୟ ନାହିଁ। ଆସନ୍ତା ୨ ଦିନ ଏହିଭଳି ପାଗ ରହିବା ପରେ ଧୀରେଧୀରେ ପାରଦସ୍ତର କମିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରି ପାଖାପାଖି ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l