ଅପରାଧ ରାଜ୍ୟ

୩୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ବରଗଡ଼ ୨୧।୦୯ : ଥମୁନି ଧଳାଜହର କାରବାର୍‌ । ବରଗଡ଼ରୁ ୩୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ ହୋଇଛି । ଘଟଣାରେ ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ଅଧିକା ଖୋଲତାଡ଼ କରୁଛି ପୋଲିସ ।

ଖବର ଅନୁଯାୟୀ, ବରଗଡ଼ ଟାଉନ୍‌ ଥାନା ମହାନ୍ତିପଡ଼ା ଅଞ୍ଚଳରେ ବ୍ରାଉନ୍‌ସୁଗାର କାରବାର ନେଇ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ପୋଲିସ ମହାନ୍ତିପଡ଼ା ଅଞ୍ଚଳର ରାଜୁ ତାଣ୍ଡି ନାମକ ଜଣେ ବ୍ୟକ୍ତିକୁ ଗିରଫ କରିଛି । ଏହାସହିତ ଗିରଫ ରାଜୁ ନିକଟରୁ ୨୯୭ ଗ୍ରାମର ବ୍ରାଉନ୍‌ସୁଗାର ସହ ନଗଦ ୧ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।