ରାଜ୍ୟ ସ୍ପେଶାଲ ରିପୋର୍ଟ

୩ ଡିଗ୍ରିରେ ଥରୁଛି ଜି. ଉଦୟଗିରି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଉତ୍ତର ତଥା ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ କ୍ରମାଗତ ଭାବେ ପ୍ରବେଶ କରୁଥିବା ଶୁଷ୍କ ଓ ଥଣ୍ଡା ବାୟୁ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ଶୀତ ଲହରି ପ୍ରବାହିତ ହେବ। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରବାହ ହେତୁ ପ୍ରବଳ ଥଣ୍ଡା ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ଉତ୍ତରା ପ୍ରବନ ଯୋଗୁଁ ଗତରାତିରେ ରାଜ୍ୟର ତାପମାତ୍ରା ଖସିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିଠା‌ରେ ୩ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି ଫୁଲବାଣୀଠାରେ ୫.୫ଡିଗ୍ରି, କଟକଠାରେ ୧୪.୪ ଡିଗ୍ରି ଓ ଭୁବନେଶ୍ବରଠାରେ ୧୪.୬ ଡିଗ୍ରି ରେକର୍ଡ ହୋଇଯାଇଛି। ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଖରାର ତୀବ୍ରତା ମଧ୍ୟ ଅଧିକ ରହିଛି। ଦିନରେ ଆକାଶ ନିର୍ମଳ ରହୁଥିବାରୁ ଖରା ଟାଣ ରହୁଛି। ରବିବାରଠାରୁ ରାଜ୍ୟରେ ଶୀତ ଲହରି ପ୍ରବାହିତ ହେବ ନାହିଁ। କିନ୍ତୁ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଦିନରେ ଖରା ଜାରି ରହିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।