ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର : ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଛି। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତିର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୩ରୁ ୪ ଡିଗ୍ରି ଯାଏ ତଳକୁ ଖସିବା ସହ ସ୍ୱାଭାବିକ ଭାବେ ଶୀତ ଅନୁଭୂତ ହେବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ ଆର ବିଶ୍ୱାସଙ୍କ କହିବାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ରାତିର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରି ଅଧିକ ଥିଲା। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ସବୁ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରି ପର୍ଯ୍ୟନ୍ତ କମିବ। ଏହାପରେ ସେଭଳି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l