ରାଜ୍ୟ ସ୍ପେଶାଲ ରିପୋର୍ଟ

୪ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସଂଧ୍ୟା ୬ଟା ୪୧ରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି ନେଇ ବିଭିନ୍ନ ବିଭାଗର କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାସହ ବିଭିନ୍ନ ଯୋଜନା ବାବଦକୁ ଓଡ଼ିଶା ପାଇବାକୁ ଥିବା କେନ୍ଦ୍ରୀୟ ସହାୟତା ତୁରନ୍ତ ଦେବାକୁ ଦାବି କରିବେ। ଆସନ୍ତା ୧୩ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବେ ବୋଲି ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।