ଅପରାଧ ରାଜ୍ୟ

୫୧ ଗ୍ରାମର ବ୍ରାଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା ୨୨।୦୯ : ୫୧ ଗ୍ରାମର ବ୍ରାଉନସୁଗାର ଜବତ। ଖୋର୍ଦ୍ଧା ଥାନା ଗୁରୁଜଙ୍ଗ ଗାଁ ନିକଟରେ ଥବା ଏକ କମ୍ପାନୀ ନିକଟରୁ ଜବତ ହୋଇଛି । ଏହାସହ ୪ ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ସେମାନଙ୍କ ନିକଟରୁ ୨ଟି ବାଇକ୍ ଜବତ ହୋଇଛି।

ତେବେ ଜବତ ହୋଇଥିବା ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଗୁରୁଜଙ୍ଗ ଗାଁର ସର୍ବେଶ୍ଵର ବେହେରା, ଜୀବନ ମିଶ୍ର, ମଠସାହିର କବିରାଜ ପ୍ରଧାନ, ବାଙ୍କୀ ଥାନା ଚମ୍ପତିପୁର ଗାଁର ଚିକୁନ ସାହୁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।