ମୁମ୍ବାଇ: ପ୍ରଶଂସକମାନଙ୍କ ହୃଦୟରେ ସେ କରନ୍ତି ରାଜ୍ । ରୋମାଣ୍ଟିକ ହିରୋ ଭାବେ ସେ ବଲିଉଡରେ ବେଶ୍ ପରିଚିତ। ନିଜ ଅଭିନୟର ଯାଦୁରେ ସେ ସମସ୍ତଙ୍କୁ ବାନ୍ଧି ରଖନ୍ତି । ଏହି ଅନନ୍ୟ ଅଭିନେତା ଜଣକ ହେଉଛନ୍ତି ବଲିଉଡର ବାଦଶାହ ଶାହରୁଖ ଖାନ । ଆଜି ଶାହରୁଖଙ୍କ ଜନ୍ମ ଦିନ । ୫୬ ବର୍ଷରେ ପଦାର୍ପଣ କରିଛନ୍ତି ଏହି ଅନନ୍ୟ ଅଭିନେତା।
ପିଲାଠାରୁ ବଡ଼ ପର୍ଯ୍ୟନ୍ତ ସବୁ ବର୍ଗର ଲୋକ ତାଙ୍କ ପ୍ରଶଂସକ ତାଲିକାରେ ସାମିଲ ଅଛନ୍ତି । ଖାସ କରି ତାଙ୍କ ରୋମାଣ୍ଟିକ ଅନ୍ଦାଜ ଯୋଗୁଁ ଅଧିକାଂଶ ଝିଅ ତାଙ୍କ ପ୍ରଶଂସକ ବୋଲି କୁହାଯାଏ । ତାଙ୍କ ଘଟଣାବହୁଳ ଜୀବନ ଭିତରେ ସେ ବହୁତ ଉତଥାନପତନ ଦେଖିଛନ୍ତି । ଗତକିଛି ଦିନ ହେବ ସେ ନିଜ ପୁଅ ଆରୟନଙ୍କୁ ନେଇ ବିବାଦରେ ରହିଥିଲେ। ପୁଅ ଡ୍ରଗ୍ସ ପାର୍ଟିରେ ସାମିଲ ଥିବା କଥା ସାମ୍ନାକୁ ଆସିବା ପରେ ତାଙ୍କୁ ଅନେକ ସମାଲୋଚନା କରିଥିଲେ। ହେଲେ ସବୁ ପରେ ବି ସେ ପ୍ରଶଂସକମାନଙ୍କ ମଧ୍ୟରେ ପୂର୍ବଭଳି ଲୋକପ୍ରିୟ ହୋଇ ରହିଛନ୍ତି ।
Trending
- ନ୍ୟାୟପାଳିକାକୁ ନେଇ ମୋଦୀ-କଂଗ୍ରେସ ମୁହାଁମୁହିଁ
- ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ ଓକିଲ: ନ୍ୟାୟପାଳିକାକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି ‘ନ୍ୟସ୍ତସ୍ୱାର୍ଥ ଗୋଷ୍ଠୀ’
- ଟିକେଟ୍ ନ ମିଳିବାରୁ ସାଂସଦଙ୍କ ଆତ୍ମହତ୍ୟା
- ପ୍ରାର୍ଥୀ ବଦଳାଇ ଚର୍ଚ୍ଚାରେ ବିଜେପି: ସଫଳ ହେବ ନା ବିଫଳତାକୁ ଦୋହରାଇବ?
- ଭୁବନେଶ୍ବର ଉତ୍ତରରୁ ପ୍ରାର୍ଥୀ କିଏ? ନାମ ଘୋଷଣା କଲାନି ବିଜେଡି, କର୍ମୀଙ୍କ ଉତ୍କଣ୍ଠା ବଢ଼ୁଛି
- ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ: ସାଂସଦ ଭାବେ ପ୍ରଦର୍ଶନର ଚିତ୍ରଦେଲେ
- ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା
- ଓଡ଼ିଶାର ଅସ୍ମିତାକୁ ନେଇ ଲଢ଼ିବ କଂଗ୍ରେସ: ସବୁ ନିର୍ବାଚନମଣ୍ଡଳୀର ଲୋକଙ୍କ ପାଖରେ ପହଞ୍ଚିବ ରାହୁଲଙ୍କ ୫ ଗ୍ୟାରେଣ୍ଟି ସଂକଳ୍ପ
Friday, March 29