ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

୫ ଦଫା ଦାବିରେ ଛଟେଇ କମ୍ପ୍ୟୁଟର ଶିକ୍ଷକଙ୍କ ଆନ୍ଦୋଳନ

ଢେଙ୍କାନାଳ ୧୨।୨: ସମସ୍ତ ସରକାରୀ ଉଚ୍ଚ ବିଦ୍ୟାଳୟମାନଙ୍କରେ କମ୍ପ୍ୟୁଟର ଶିକ୍ଷାକୁ ବାଧ୍ୟତାମୂଳକ କରିବା, ସରକାରଙ୍କ ଡିଜିଟାଲ ଇଣ୍ଡିଆକୁ ସଠିକ୍ କାର୍ଯ୍ୟକାରୀ କରିବା, ବିଭିନ୍ନ ସରକାରୀ ସ୍କୁଲରୁ ଛଟେଇ କରାଯାଇଥିବା କମ୍ପ୍ୟୁଟର ଶିକ୍ଷକମାନଙ୍କୁ ପୁନଃ ନିଯୁକ୍ତି ଦିଆଯିବା ଆଦି ୫ ଦଫା ଦାବିରେ ଢେଙ୍କାନାଳରେ କମ୍ପ୍ୟୁଟର ଶିକ୍ଷକମାନେ ଆନ୍ଦୋଳନ ଆରମ୍ଭ କରିଛନ୍ତି ।

ଶତାଧିକ କମ୍ପ୍ୟୁଟର ଶିକ୍ଷକ ଓ ସଂଯୋଜକ ଢେଙ୍କାନାଳ ସହରରେ ଏକ ପ୍ରତିବାଦ ଶୋଭାଯାତ୍ରାରେ ଯାଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଏ ସମ୍ପର୍କରେ ଏକ ୫ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି