ଅପରାଧ ରାଜ୍ୟ

୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ

ନିଶ୍ଚିତକୋଇଲି ୨୪/୦୯: ଆଜି ଭୋରୁ ଭୋରୁ କଟକ ଜିଲ୍ଲା ନିଶ୍ଚିନ୍ତ କୋଇଲି ବଜାର ମୁଖ୍ୟ ରାସ୍ତାକଡରେ ବଡ ଦୁର୍ଘଟଣା । ଚାରିରୁ ପାଞ୍ଚଟି ବଡ଼ ଦୋକାନ ଉପରେ ଚଢ଼ିଗଲା ଦୁଇଟି ସାର ବୋଝେଇ ଟ୍ରକ । ଅଳ୍ପକେ ବଞ୍ଚିଲେ ୧୪କର୍ମଚାରୀ । ଦୁଇଟି ଟ୍ରକ ଉକ୍ତ ସ୍ଥାନରେ ଏବେ ବି ପଶିରହିଚି ।

କଟକରୁ କେନ୍ଦ୍ରାପଡା ଅଭିମୁଖେ ସାର ନେଇ ଯାଉଥିବା ବେଳେ ହଠାତ୍ ଦୁଇଟି ଟ୍ରକ ବଜାର ମଧ୍ୟରେ ଥିବା ଦୋକାନ ଉପରେ ଚଢିଯାଇଥିଲା । ଫଳରେ ଦୋକାନ ଗୁଡ଼ିକ ସମ୍ପୂର୍ଣ ମାଟିରେ ମିଶିଯାଇଛି । ନିଶ୍ଚିନ୍ତକୋଇଲି ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।