ଖେଳ ଦେଶ ବିଦେଶ

ୱେଷ୍ଟଇଣ୍ଡିଜ କ୍ରିକେଟ ଦଳର ଆଉ ୫ ଜଣଙ୍କୁ କରୋନା, ତୃତୀୟ ଟି-୨୦ ମ୍ୟାଚ୍‌କୁ ନେଇ ବଢ଼ିଲା ଆଶଙ୍କା

କରାଚୀ(ପାକିସ୍ତାନ):ସଂପ୍ରତି ପାକିସ୍ତାନ ଗସ୍ତରେ ଥିବା ୱେଷ୍ଟଇଣ୍ଡିଜ ସୀମିତ ଓଭର କ୍ରିକେଟ ଦଳର ଆଉ ୩ ଖେଳାଳି ଓ ଦୁଇ କର୍ମକର୍ତ୍ତା କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେଣୁ ଚଳିତ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଅନୁଷ୍ଠିତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛଥିଲା । ମାତ୍ର ଏହି ପରିସ୍ଥିତି ମଧ୍ୟରେ ଗୁରୁବାର ଦିନ ଟି-୨୦ ସିରିଜର ଶେଷ ମ୍ୟାଚ ଅନୁଷ୍ଠିତ ହୋଇଛି । ପୂର୍ବରୁ ୱେଷ୍ଟଇଣ୍ଡିଜ ଦଳର ତିନି ପ୍ରମୁଖ ଖେଳାଳିଙ୍କ ସହିତ ଜଣେ କର୍ମକର୍ତ୍ତାଙ୍କର ରିପୋର୍ଟ ପଜିଟିଭ ଆସିଥିଲା । ଅନ୍ୟ ଖେଳାଳିଙ୍କୁ ନେଇ ୱେଷ୍ଟଇଣ୍ଡିଜ ଚଳିତ ଟି-୨୦ ସିରିଜର ଦୁଇ ମ୍ୟାଚ ଖେଳିଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ