Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଲାଇଫ୍ ଷ୍ଟାଇଲ»ଗାଜର, ବିଟ୍ ଓ ସେଓ ଖାଇଲେ ହୁଏନାହିଁ ଏହି ସାଂଘାତିକ ରୋଗ
    ଲାଇଫ୍ ଷ୍ଟାଇଲ

    ଗାଜର, ବିଟ୍ ଓ ସେଓ ଖାଇଲେ ହୁଏନାହିଁ ଏହି ସାଂଘାତିକ ରୋଗ

    NewsLaxmi7By NewsLaxmi7October 25, 2020No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଯଦି ଆପଣଙ୍କୁ ବାରମ୍ବାର ଥକ୍କାପଣ, ମୁଣ୍ଡ ବୁଲାଇବା, ଓଜନ ବଢିବା ଏବଂ ମାଂସପେଶୀ ଦୁର୍ବଳ ଲାଗିବା ଭଳି ସମସ୍ୟା ଦିଶୁଛି ତେବେ ଆପଣଙ୍କର ଥାଇରଏଡ୍ ଥାଇପାରେ ବୋଲି ଧରିନିଅନ୍ତୁ। ଏଭଳି ସମୟରେ ଫାଇବର୍ ଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା ଏହି ରୋଗରୁ ମୁକ୍ତି ମିଳିପାରିବ।
    ଥାଇରଏଡ୍ ଭଳି ସମସ୍ୟାକୁ ନିଜଠାରୁ ଦୂରେଇବା ପାଇଁ ପ୍ରଚୁର ପରିମାଣର ଗାଜର ଖାଆନ୍ତୁ। ଗାଜରରେ ଆଣ୍ଟିଅକ୍ସିଡେଣ୍ଟସ୍ ଏବଂ ବିଟା କେରୋଟିନ୍ ତତ୍ତ୍ୱ ଥାଏ ଯାହା ଥାଇରଏଡ୍କୁ ନିୟନ୍ତ୍ରିତ କରିଥାଏ। ତେଣୁ ପ୍ରତିଦିନ ଗୋଟିଏ ଲେଖାଏ ଗାଜର ଖାଇଲେ ଥାଇରଏଡ୍ରୁ ମୁକ୍ତି ମିଳିବ। ଏଥିରେ ଆଇରନ୍ ଏବଂ ଫାଇବର ଅଧିକ ଥିବାରୁ ଥାଇରଏଡ୍ ପାଇଁ ବହୁତ ଭଲ ହୋଇଥାଏ। ଯଦି ଆପଣ ୨୦ ଦିନ ଲଗାତାର ଗାଜର ଖାଇବେ ତେବେ ଆପଣଙ୍କ ଥାଇରଏଡ୍ ସମସ୍ୟା ପ୍ରାୟ କମ୍ ହୋଇଯିବ।
    ସେଓରେ ପେକ୍ଟିନ୍ ଏବଂ ଫାଇବର୍ ଥାଏ, ଯାହା ଶରୀରର ବିଷାକ୍ତ ପଦାର୍ଥକୁ ବାହାର କରିବାରେ ସଫଳ ହୋଇଥାଏ। ଦିନରେ ଗୋଟିଏ ବିଟ୍ ମଧ୍ୟ ଖାଇବାକୁ ଚେଷ୍ଟା କରନ୍ତୁ। ଏଥିରେ ଥାଇରଏଡ୍ କମ୍ କରିବାର ତତ୍ତ୍ୱ ଥାଏ। ଏଥିରେ ଇମ୍ୟୁନ୍ ସିଷ୍ଟମ୍ ବଢିଥାଏ ଏବଂ ଥାଇରଏଡ୍ ହରମୋନ୍ ନିୟନ୍ତ୍ରିତ ହୋଇଥାଏ।
    ଯେଉଁ ଲୋକଙ୍କଠାରେ ଥାଇରଏଡ୍ ଭଳି ସମସ୍ୟା ଦେଖାଯାଏ ସେମାନେ ଆଖୁ ଖାଆନ୍ତୁ ନାହିଁ। ଥଣ୍ଡାପାନୀୟ, ଦହି, ଚକଲେଟ୍ , କୁକିଜ୍ , ପେଷ୍ଟ୍ରି ଆଦି ସେବନ କରନ୍ତୁ ନାହିଁ।
    ଏହାଛଡ଼ା ଅଧିକ ଲୁଣ ଖାଇବା ଦ୍ୱାରା ମଧ୍ୟ ଥାଇରଏଡ୍ ଅଧିକ ବଢିଥାଏ। ଯଦି ଆପଣ ପୂର୍ବରୁ ଏହି ରୋଗରେ ପୀଡିତ ଅଛନ୍ତି ତେବେ ମିଠା, ଲୁଣି, ରାଗ ଅଧିକ ଖାଆନ୍ତୁ ନାହିଁ।

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବଚରେ ଅଛି ଏହି ସବୁ ଔଷଧିୀୟ ଗୁଣ; ଖାଆନ୍ତୁ ଓ ଅନେକ ସମସ୍ୟାକୁ ଚୁଟ୍କିରେ ଭଗାନ୍ତୁ
    Next Article ଷଡ଼ଜୟନ୍ତୀ: କେଉଁ ଛଅ?
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ଶ୍ରୀମନ୍ଦିରର ଶାକ୍ତ ଗୁଣ୍ଡିଚା

    October 23, 2020

    ରାଜ୍ୟରୁ ଆଜି ସୁସ୍ଥ ହେଲେ ୩୨୪ଜଣ କରୋନା ଆକ୍ରାନ୍ତ

    December 28, 2020

    ସ୍କୁଟିକୁ ପିଟିଲା ସିମେଣ୍ଟ ବୋଝେଇ ଟ୍ରକ, ଚାଲିଗଲା ଆରୋହୀଙ୍କ ଜୀବନ

    May 2, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.