Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»କଳା ଓ ସଂସ୍କୃତି»ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରି, ୨୮ରୁ ୨ ଦିନ ସେବାୟତ ଓ ୩୦ ଓ ୩୧ରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ ଜାନୁଆରି ୩ରେ ସର୍ବସାଧାରଣ କରିବେ ବାବାଙ୍କୁ ଦର୍ଶନ
    କଳା ଓ ସଂସ୍କୃତି

    ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଏସ୍‌ଓପି ଜାରି, ୨୮ରୁ ୨ ଦିନ ସେବାୟତ ଓ ୩୦ ଓ ୩୧ରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦର୍ଶନ ଜାନୁଆରି ୩ରେ ସର୍ବସାଧାରଣ କରିବେ ବାବାଙ୍କୁ ଦର୍ଶନ

    NewsLaxmi7By NewsLaxmi7December 24, 2020No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଆରଡି: ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ୍ୱ ହେବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଥିବାରୁ ଅଗଣିତ ଶ୍ରଦ୍ଧାଳୁଭକ୍ତ ବାବାଙ୍କ ଦର୍ଶନରୁ ବଞ୍ଚିତ ଥିଲେ। ଭକ୍ତଙ୍କ ଦର୍ଶନ ଓ ମନ୍ଦିର ଖୋଲିବା ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ବାରମ୍ବାର ଦାବି ହେବା ପରେ ଆସନ୍ତା ଜାନୁଆରି ୩ରୁ ମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମୋହର ବାଜିବା ପରେ ଆଜି ଜିଲାପାଳ ଡ. ଜ୍ଞାନ ଦାସଙ୍କ ପରାମର୍ଶ ଅନୁଯାୟୀ ଜିଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ଆଖଣ୍ଡଳମଣିଙ୍କ କାର୍ଯାଳୟ ପରିସରରେ ସେବାୟତଙ୍କ ସହ ଏକ ବୈଠକ ବସିଥିଲା। ଉକ୍ତ ବୈଠକରେ ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ଟ୍ରଷ୍ଟି ପିତାମ୍ବର ସାମଲ କୋଭିଡ କଟକଣା ମଧ୍ୟରେ କିପରି ମନ୍ଦିର ଖୋଲାଯିବ ସେ ବାବଦରେ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ।

    ସର୍ବପ୍ରଥମେ ସେବାୟତ ପରିବାରଙ୍କ ଦର୍ଶନ ପାଇଁ ଆସନ୍ତା ୨୮ଓ ୨୯ରେ ମନ୍ଦିର ଖୋଲିବା ସହ ସ୍ଥାନୀୟ ୪ଟି ପଞ୍ଚାୟତ ଓଳଗ, ଆରଡି, ସୁନନ୍ଦରପୁର, ନାନ୍ଦପୁର ଅଞ୍ଚଳର ଲୋକଙ୍କ ଦର୍ଶନ ପାଇଁ ୩୦ ଓ ୩୧ରେ ଖୋଲିବ ମନ୍ଦିର। ହେଲେ ଏହି ଲୋକଙ୍କ ପାଇଁ ପରିଚୟପତ୍ର ବାଧ୍ୟତାମୂଳକ ରହିବ ବୋଲି ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଟ୍ରଷ୍ଟି ଶ୍ରୀ ସାମଲ କହିଥିଲେ।

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଏସିଡିଟି ଦୂର କରିଥାଏ ଏହି ଆୟୁର୍ବେଦ ଔଷଧି: ଗଣ୍ଠି ଯନ୍ତ୍ରଣାରୁ ବି ମିଳିଥାଏ ଆରାମ
    Next Article ଆଥିୟାଙ୍କ ୱିଶ୍ ପୁରା କଲେ କେଏଲ ରାହୁଲ
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ପାଞ୍ଚ ବର୍ଷ ହେଲା ଏହି ନାୟକଙ୍କ ସହ ନଜର ଆସିନାହାନ୍ତି ଲୋକପ୍ରିୟ ନାୟିକା ଅନୁ ଚୌଧୁରୀ

    October 25, 2020

    କୋଭିଡ୍ ପାଇଁ କମିଗଲା ପରିବାରର ଖାଦ୍ୟ ଖର୍ଚ୍ଚ

    December 8, 2022

    ସୁନା ବ୍ରହ୍ମା, ସୁନା ଶିବ!

    September 3, 2021
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.