Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ଦୁର୍ଘଟଣାରେ ଗୁରୁତର ହେଲେ ପ୍ରକାଶ ରାଜ, ଅସ୍ତ୍ରୋପଚାର ପାଇଁ ଗଲେ ହାଇଦ୍ରାବାଦ
    ଦେଶ ବିଦେଶ

    ଦୁର୍ଘଟଣାରେ ଗୁରୁତର ହେଲେ ପ୍ରକାଶ ରାଜ, ଅସ୍ତ୍ରୋପଚାର ପାଇଁ ଗଲେ ହାଇଦ୍ରାବାଦ

    NewsLaxmi7By NewsLaxmi7August 11, 2021No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ହାଇଦ୍ରାବାଦ: ସିନେମା ସିଙ୍ଘମ, ଘିଲ୍ଲି, ୱାଣ୍ଟେଡ, ଅନ୍ନିୟା ଏବଂ ପୋକରିରେ ଜୀବନ୍ତ ଅଭିନୟ କରି ଲୋକଙ୍କ ମନରୋଞ୍ଜନ କରିଥିବା ଅଭିନେତା ପ୍ରକାଶ ରାଜ ଗୁରୁତର ହୋଇପଡିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦର ଏକ ହସ୍ପିଟଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଆହତ ହୋଇଥିବା ନେଇ ପ୍ରକାଶ ରାଜ ନିଜ ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି।

    ଟୁଇଟରେ ଅଭିନେତା ଲେଖିଛନ୍ତି, ‘ଏକ ଛୋଟ ଦୁର୍ଘଟଣା…ଏକ ଛୋଟ ଫ୍ୟାକଚର….ସର୍ଜରି ପାଇଁ ଯିବାକୁ ପଡିଛି ହାଇଦ୍ରାବାଦ। ମୋର ସ୍ୱାସ୍ଥ୍ୟାବସ୍ଥା ନେଇ ଚିନ୍ତା କରିବାର କୌଣସି କାରଣ ନାହିଁ। ମୁଁ ଠିକ ଅଛି।’

    ସୂଚନା ମୁତାବକ, ପ୍ରକାଶ ରାଜ ଏବେ ମୁଭି ଆର୍ଟିଷ୍ଟସ୍‌ ଆସୋସିଏସନ୍‌ (ଏମ୍‌ଏଏ)ର ସଭାପତି ପଦ ପାଇଁ ପ୍ରାର୍ଥୀ ରୂପେ ନିର୍ବାଚନ ଲଢ଼ୁଛନ୍ତି। ହାଇଦ୍ରାବାଦରେ ଏହି ସଭାପତି ପଦ ପାଇଁ ନିର୍ବାଚନ ହେବ।

    ପ୍ରକାଶ ରାଜ ଆହତ ହେବା ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ଏ ଖବର ପାଇବା ପରେ ସିନେମା ନିର୍ଦେଶକ ନବୀନ, ନିର୍ମାତା ବନ୍ଦଲା ଗଣେଶ ଓ ଅଭିନେତା ନିତିନ ସତ୍ୟା ବି ପ୍ରକାଶ ଖୁବ୍‌ଶୀଘ୍ର ଠିକ୍‌ ହୋଇଯାଆନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

    argus barun gandhi breaking news interview kanak news khola katha latest news latest orissa news latest update manoranjan news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha prakasha raj rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଜାଣନ୍ତୁ ଆଜିର ରାଶିଫଳ
    Next Article ସ୍ବପ୍ନରେ ଦେଖୁଛନ୍ତି କି ସାପ ? ନାଗ ପଞ୍ଚମୀରେ କରନ୍ତୁ ଏହି ଉପାୟ, ଦୂର ହେବ ସର୍ପ ଭୟ
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ହିନ୍ଦୁ ଧର୍ମରେ ସବୁ ଶୁଭ କାର୍ଯ୍ୟରେ ବ୍ୟବହାର ହୋଇଥାଏ ଆମ୍ବ ପତ୍ର: ମିଳିଥାଏ ହନୁମାନଙ୍କ କୃପା

    October 22, 2020

    ବାହାଘର ପରେ ଲକ୍ଷେ ଟଙ୍କା ଯୌତୁକ ମାଗୁଥିଲେ, ମୁଁ ଦେଇ ନପାରିବାରୁ ମୋ ଝିଅକୁ ମାରିଦେଲେ-ସରୋଜିନୀଙ୍କ ବାପା

    June 30, 2022

    ଆନନ୍ଦପୁରରେ ଚେସ୍‌ ପ୍ରତିଯୋଗିତା, ଭାଗ ନେବେ ୪୫ ଖେଳାଳି

    November 28, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.