Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ପିଲାଦିନେ ନଦୀ ପାରହୋଇ ସ୍କୁଲ ଯାଉଥିଲେ… ଆଜି ପ୍ରଶାସନିକ ଅଧିକାରୀ
    ଦେଶ ବିଦେଶ

    ପିଲାଦିନେ ନଦୀ ପାରହୋଇ ସ୍କୁଲ ଯାଉଥିଲେ… ଆଜି ପ୍ରଶାସନିକ ଅଧିକାରୀ

    NewsLaxmi7By NewsLaxmi7October 11, 2021No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଯାଜପୁରସଦର : ପିଲାଦିନେ ନଦୀ ପାରହେଇ ସ୍କୁଲ ଯାଉଥିଲେ। ଏବେ ପ୍ରଶାସନିକ ଅଧିକାରୀ। ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସୀମାନ୍ତ ଏକ ଗାଁରେ ଉଚ୍ଚଶିକ୍ଷା ପାଇଁ ପ୍ରତିବନ୍ଧକ କାରଣରୁ ଏହି ଛାତ୍ରୀ ଜଣକ ନଦୀନାଳ ପାର ହେଇ ପାଠ ପଢ଼ିବାକୁ ଯାଜପୁର ଓ ପରେ ଭୁବନେଶ୍ବରକୁ ଆସିଥିଲେ। ମନରେ ସଂକଳ୍ପ ଥିଲା ପ୍ରଶାସନିକ ଅଧିକାରୀ ହେଇ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ନିକଟରେ ଉଚ୍ଚଶିକ୍ଷା ପହଞ୍ଚାଇବା ପାଇଁ କାମ କରିବେ। ଏବେ ତାଙ୍କ ସ୍ୱପ୍ନ ସଫଳ ହେଇଛି। ୨୦୧୯ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାର ୨୦ ନମ୍ବର ସ୍ଥାନରେ ଥିବା ଏହି ଛାତ୍ରୀ ଜଣକ ହେଉଛନ୍ତି ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍‌ ଅନ୍ତର୍ଗତ ସିଂହପୁର ଛନ୍ଦାମୁଣ୍ଡ ବିସିଜେ ହାଇସ୍କୁଲ୍‌ର ଛାତ୍ରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ପତି।

    ସିଂହପୁର ନିକଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲ୍ଲା ମଧୁବନ ଅଞ୍ଚଳର ଆଦିକନ୍ଦ ପତି ଓ ସୁଷମାରାଣୀ ପତିଙ୍କ ଝିଅ ପ୍ରିୟଙ୍କା ଛୋଟ ବେଳେ ଡଙ୍ଗାରେ ଖରସ୍ରୋତା ନଦୀ ପାରି ହୋଇ ସିଂହପୁର ଛନ୍ଦାମୁଣ୍ଡ ହାଇସ୍କୁଲକୁ ପଢ଼ିବାକୁ ଆସୁଥିଲେ। ପ୍ରଶାସନିକ ଅଧିକାରୀ ହୋଇ ନଦୀନାଳ ଘେରା ଅଞ୍ଚଳରେ ଉଚ୍ଚ ଶିକ୍ଷାର ସୁବିଧା ଓ ସମସ୍ତ ଅଞ୍ଚଳକୁ ସୁବିଧାରେ ଗମନାଗମନ ପାଇଁ ବ୍ୟବସ୍ଥା କରିବାକୁ ଏହି ସମୟରେ ସ୍ୱପ୍ନ ଦେଖିଥିଲେ। ଏହି ସଂକଳ୍ପ ଆଜି ତାଙ୍କୁ ଓଏଏସ୍‌ ପରୀକ୍ଷାରେ ସଫଳତା ଦେଇଛି। ସ୍କୁଲ୍‌ ପାଠପଢ଼ା ପରେ ସେ ଯାଜପୁର ଏନ୍‌ସି କଲେଜରେ ରସାୟନ ବିଜ୍ଞାନ ବିଭାଗରେ ସ୍ନାତ୍ତକ ଶିକ୍ଷା ଶେଷ କରିଥିଲେ। ବାଣୀବିହାରରେ ଏହି ବିଷୟରେ ସ୍ନାତକୋତ୍ତର ଶିକ୍ଷା ସମୟରେ ସେ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିଲେ। ପ୍ରଥମ ଥର ଅସଫଳ ହୋଇଥିଲେ ମଧ୍ୟ ନିଜର ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ ୨୦୧୯ ବ୍ୟାଚ୍‌ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୨୦ ନମ୍ବର ରୢାଙ୍କ ହାସଲ କରିଛନ୍ତି।

    ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିବା ପ୍ରିୟଙ୍କା ପାଠପଢା ପାଇଁ ବହୁ ସଂଘର୍ଷ କରିଛନ୍ତି। ନିଜ ସ୍ୱପ୍ନ ପୂରଣ ହୋଇଥିବାରୁ ବେଶ ଖୁସି ଥିବା ପ୍ରିୟଙ୍କା ଭବିଷ୍ୟତରେ ଅସହାୟ ଲୋକଙ୍କୁ ନ୍ୟାୟ ଦେଇ ନିଜର ଇଚ୍ଛା ପୂରଣ କରିବେ ବୋଲି ଆଶା ରଖିଛନ୍ତି। ଏହି ସଫଳତା ପାଇଁ ସେ ତାଙ୍କ ପିତାମାତା, ପରିବାର ସଦସ୍ୟ, ଶିକ୍ଷକ ଓ ସହଯୋଗୀଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ଭାରତୀୟ ପ୍ରଶାସନିକ ସେବାରେ ସାମିଲ ହେବା ପାଇଁ ମଧ୍ୟ ଉଦ୍ୟମ କରିବେ ବୋଲି କହିଛନ୍ତି।

    argus barun gandhi breaking news interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleବୁଧବାର ଦିନ ଆର୍‌ୟନ୍‌ ଖାନ୍‌ଙ୍କ ଜାମିନ ଆବେଦନ ଶୁଣାଣି
    Next Article ଦଶମୀରେ ପ୍ରବଳ ଛେଚିବ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ରେଭେନ୍ସାରୁ ବାହାରିଲେ ଆଉ ୨ କୋଭିଡ୍ ପଜିଟିଭ୍, ୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

    March 26, 2021

    ମୁଣ୍ଡାସାହି ନିକଟରୁ ୧୪୨ଗ୍ରାମର ବ୍ରାଉନସୁଗାର ଜବତ, ଦୁଇ ଗିରଫ

    September 14, 2022

    ଭାରତ-ଦକ୍ଷିଣ ଆଫ୍ରିକା ୨ୟ ଦିନିକିଆ, ‘କର ବା ମର’ ସ୍ଥିତିରେ ଟିମ୍‌ ଇଣ୍ଡିଆ

    October 9, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.