Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ପୁଣି ଥରେ ଏକାଠି ହେବେ ନାଗା-ସାମନ୍ଥା ! ଛାଡପତ୍ର ପୋଷ୍ଟ ଡିଲିଟ୍ କଲେ ସାମନ୍ଥା ରୁଥ ପ୍ରଭୁ
    ଦେଶ ବିଦେଶ

    ପୁଣି ଥରେ ଏକାଠି ହେବେ ନାଗା-ସାମନ୍ଥା ! ଛାଡପତ୍ର ପୋଷ୍ଟ ଡିଲିଟ୍ କଲେ ସାମନ୍ଥା ରୁଥ ପ୍ରଭୁ

    NewsLaxmi7By NewsLaxmi7January 23, 2022No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଳୀ ୨୩।୦୧ : ସାମନ୍ଥା ଓ ନାଗା ଚୈତନ୍ୟ ସାଉଥର ଲୋକପ୍ରିୟ ଯୋଡି ମଧ୍ୟରୁ ଅନ୍ୟତମ । ଦୁହିଁଙ୍କ ଛାଡପତ୍ର ଖବର ସମସ୍ତଙ୍କୁ ଚକିତ କରିଥିଲା । ସାମନ୍ଥା ଛାଡପତ୍ର ପରେ ନିଜ ପ୍ରଫେସନାଲ ଲାଇଫ ସହ ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଥିଲେ । ଏବଏ ସାମନ୍ଥାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଚାଲିଲାଣି। କିଛି ଦିନ ପୂର୍ବେ ଅଲଗା ହୋଇ ଯାଇଥିବା ନେଇ ସାମନ୍ଥା ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କୁ ଜଣାଇଥିଲେ। ହେଲେ ଏବେ ସାମନ୍ଥାଙ୍କ ହାବଭାବରୁ ସେ ପୁଣି ଥରେ ନାଗାଙ୍କ ସହ ପ୍ୟାଚଅପ୍‌ ମୁଡରେ ଥିବା ପରି ଲାଗୁଛି। ସ୍ୱାମୀଙ୍କ ସହ ଛାଡପତ୍ର ବିଚ୍ଛେଦକୁ ନେଇ ନିଜେ ଟ୍ୱିଟ କରି ଫ୍ୟାନ୍ସଙ୍କୁ ଜଣାଇଥିବା ବେଳେ ଏବେ ସେହି ଟ୍ୱିଟକୁ ଡିଲିଟ କରି ଦେଇଛନ୍ତି ବୋଲି ଦେଖିବାକୁ ମିଲୁଛି। ଫଳରେ ଉଭୟ ପୁଣି ଥରେ ଏକାଠି ହେବା ନେଇ ଚର୍ଚ୍ଚା ଜୋର ଧରିଛି।

    ଗତବର୍ଷ ନାଗା ଚୈତନ୍ୟ ଓ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ନେଇ ବେଶ ଚର୍ଚ୍ଚା ହୋଇଥିଲା। ପ୍ରଥମେ ତ ଏହି ଦମ୍ପତ୍ତି ଛାଡପତ୍ର ଖବରକୁ ନେଇ ଚୁପ୍‌ ରହିଥିଲେ ପରେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ତାଙ୍କ ନାମ ହଟାଇବା ନେଇ ନା ନା ପ୍ରଶ୍ନ ଉଠିଥିଲା କିନ୍ତୁ ଅକ୍ଟୋବର ମାସରେ ଦୁହେଁ ଏହି ଚର୍ଚ୍ଚା ଉପରେ ମୋହର ମାରିଥିଲେ। ଆଉ ଛାଡପତ୍ର ନେଇଥିବା ନେଇ ଘୋଷଣା କରିଥିଲେ। ହେଲେ ଏବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ସୃଷ୍ଟି କରିଛି ପୋଷ୍ଟ ଡିଲିଟ୍‌ ହୋଇଛିମାନେ କଣ ଦୁହେଁ ପୁଣି ଥରେ ଏକାଠି ହେବେ କି।

    ନିକଟରେ ଏକ ସାକ୍ଷାତକାର୍‌ରେ ନାଗା ଚୈତନ୍ୟ ସାମନ୍ଥାଙ୍କ ସହ ଛାଡପତ୍ରକୁ ନେଇ ମୁହଁ ଖୋଲିଥିଲେ। ସେ କହିଥିଲେ, ‘ଭିନ୍ନ ହେବା ଠିକ୍‌ ଥିଲା। ଏହା ଆପୋସ ସହମତିରେ ନିଆଯାଇଥିବା ନିଷ୍ପତ୍ତି ଥିଲା, ଯାହା ଦୁଇ ଜଣଙ୍କ ଖୁସି ପାଇଁ ନିଆଯାଇଛି। ଯଦି ସେ ଖୁସି ଅଛନ୍ତି ତାହାଲେ ମୁଁ ଖୁସି ଅଛି, ଏଭଳି ପରିସ୍ଥିତିରେ ଛାଡପତ୍ର ଏକ ଭଲ ନିଷ୍ପତ୍ତି।’ ସାମନ୍ଥାଙ୍କୁ ନିକଟରେ ସୁପରହିଟ୍‌ ଫିଲ୍ମ ‘ପୁଷ୍ପା’ର ଏକ ଆଇଟମ୍‌ ଗୀତରେ ଦେଖିବାକୁ ମିଳିଥିଲା। ଏହା ସୁପରହିଟ୍‌ ହେବା ପରେ ସେ ସୁଇଜରଲାଣ୍ଡରେ ନିଜ ଛୁଟିକୁ କାଟିବାକୁ ଯାଇଛନ୍ତି। ଶୁଣିବାକୁ ମିଳୁଚି କି ଖୁବ୍‌ ଶୀଘ୍ର ସେ ହଲିଉଡରେ ମଧ୍ୟ ଡେବ୍ୟୁ କରିବାକୁ ଯାଉଛନ୍ତି ।

    argus barungandhi breaking news interview kanak news kholakatha latest news latest orissa news latest update news fues news in odia news today news7 odia news odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics in odisha rahulgandhi soniagandhi speech today news
    Share. Facebook Twitter LinkedIn WhatsApp Email
    Previous Articleଆଜି ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ, ଭାରତୀୟ ମୁକ୍ତି ସଂଗ୍ରାମର ଥିଲେ ଅନ୍ୟତମ ମହାନାୟକ
    Next Article ତୃତୀୟ ଦିନିକିଆ : ସମ୍ମାନ ରକ୍ଷା ପାଇଁ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ, ଦଳରେ କରିବ ବଡ ପରିବର୍ତ୍ତନ !
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ବିଜୁଳି ସମସ୍ୟା ସାଂଘାତିକ: ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାଏଲିସିସ୍‌ ବ୍ୟାହତ

    May 4, 2022

    ଆକ୍ସନମୋଡ଼ରେ ପୋଲିସ, ଅପରାଧ ରୋକିବାକୁ ସହର ସାରା ଲାଗିଲା ସିସିଟିଭି

    September 26, 2022

    ଜାଣନ୍ତୁ ଆଜିର ରାଶିଫଳ

    May 7, 2021
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.