Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ବିପଦ ସଙ୍କୁଳ ଅବସ୍ଥାରେ ଗଛ, ଭୟରେ ଅଞ୍ଚଳ ବାସୀ
    ଅପରାଧ

    ବିପଦ ସଙ୍କୁଳ ଅବସ୍ଥାରେ ଗଛ, ଭୟରେ ଅଞ୍ଚଳ ବାସୀ

    NewsLaxmi7By NewsLaxmi7May 10, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଫିରିଙ୍ଗିଆ-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡା ଛକ ନିକଟରେ ଥିବା ଏକ ବିରାଟ ଗଛ ବିପଦ ସଙ୍କୁଳ ଅବସ୍ଥାରେ ରହିଛି । ପ୍ରାୟ 50 ବର୍ଷ ର ଗଛ ହୋଇଥିବା ବେଳେ ଏହା ଡାଳ ଗଛ ମୂଳ ଶୁଖି ଯାଇ ଗଛଟି ମରି ଯାଇଛି । ବେଳେ ବେଳେ ପବନ ବେଗରେ କିଛି କିଛି ଶୁଖି ଯାଇଥିବା କାଠ କୁଡିକ ତଳେ ଖସି ପଡ଼ୁଥିବାରୁ ଭୟରେ ଅଞ୍ଚଳ ବାସୀ । ଏହି ଛକ ନିକଟରେ ପ୍ରତ୍ୟେକ ସପ୍ତାହ ହାଟ ହୋଇ ଥିବା ବେଳେ ବ୍ୟବସାୟ ସମେତ ହାଟକୁ ଆସିଥିବା ଜନ ସାଧାରଣ ଭୟ ଭିତ ରେ ଏଠାରେ ବ୍ୟବସାୟ କରନ୍ତି । ପାଖାପାଖି ଥିବା ହୋଟେଲ ଦୋକାନୀ ଘର ପ୍ରତି ଏହି ଗଛଟି ବିପଦପୂର୍ଣ୍ଣ ବୋଲି କହିଛନ୍ତି । ଅଳ୍ପ ଦିନ ତଳେ କାଳବୈଶାଖୀ ପବନ ବେଗରେ ଗୋଟିଏ ସ୍କୁଲ ଘର ଉପରେ ଗଛ ପଡ଼ିବାରୁ ଟିଣ ସହ ଗୋଟିଏ ବଖରା ଘର ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଏଭଳି ଘଟଣାର ପୁନରାବୃତ୍ତି ନ ହେବା ଦିଗରେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ଦରକାର ବୋଲି ସ୍ଥାନୀୟ ବାସିନ୍ଦା ଧିରେନ ସାହୁ, ସନ୍ତୋଷ ସାହୁ, ସାମନ୍ତ ବେହେରା, ଚତୁଭୁଜ ବାରିକ,ରାମ ବେହେରା,କବି ବାରିକ ,ଜଗନା ମୁଖି, ସମେତ ଗ୍ରାମ ବାସୀ ଦାବି କରିଛନ୍ତି ।ତେଣୁ ବିପଦ ସଙ୍କୁଳ ଏହି ଗଛ କାଟିବା ପାଇଁ ଗ୍ରାମ ବାସୀ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରିବା ପାଇଁ ଦାବି କରିଛନ୍ତି । କନ୍ଧମାଳ ଜିଲ୍ଲା ରୁ ମନୋଜ କୁମାର ସାହୁ ଙ୍କ ରିପୋର୍ଟ ତଲବ

    argus barungandhi breaking news idea news interview kanak news kholakatha latest news latest orissa news latest update news fues news in odia news today news7 odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics in odisha rahulgandhi soniagandhi speech today news
    Share. Facebook Twitter LinkedIn WhatsApp Email
    Previous Articleଶିମିଳିପାଳ ଅଭୟାରଣ୍ୟରୁ ଦୁଇ ଶିକାରୀ ଗିରଫ, ସମ୍ୱର ସିଂଘ ସହ ମାଂସ ଜବତ
    Next Article ବିଦ୍ୟାଳୟ ସମସ୍ୟା ନେଇ ବିଡ଼ିଓ ଙ୍କୁ ଭେଟିଲେ ସମିତି ସଭ୍ୟା
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ସରକାରୀ ସ୍କୁଲ ମୁହାଁ ଛାତ୍ରଛାତ୍ରୀ: ଭରସା ଫେରୁଛି, ଭିତ୍ତିଭୂମି ଲୋଡ଼ା

    April 27, 2022

    ଆଜି ଓଡ଼ିଶାରେ ପହଞ୍ଚିବ ୯୦ ହଜାର ଡୋଜ୍ କୋଭିସିଲ୍ଡ ଟିକା

    April 28, 2021

    ଢାକା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ୱନି’କୁ ମିଳିଲା ୨ଟି ପୁରସ୍କାର ସ୍ୱପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ ଅଭିନେତ୍ରୀ, ଏ.କେ ବୀର ଶ୍ରେଷ୍ଠ ଏସୀୟ ନିର୍ଦ୍ଦେଶକ

    December 27, 2020
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.