Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଗୋ-ଗ୍ୟାସ୍‌ ଡିପୋରେ ନିଆଁ, ଜଳିଗଲେ କର୍ମଚାରୀ
    ଅପରାଧ

    ଗୋ-ଗ୍ୟାସ୍‌ ଡିପୋରେ ନିଆଁ, ଜଳିଗଲେ କର୍ମଚାରୀ

    NewsLaxmi7By NewsLaxmi7May 31, 2022No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ସମ୍ବଲପୁର ୩୧।୦୫: ଗୋ-ଗ୍ୟାସ ଗୋଦାମରେ ଅଗ୍ନିକାଣ୍ଡ । ଜଣେ କର୍ମଚାରୀଙ୍କର ପୋଡି ହୋଇ ମୃତ୍ୟୁ ହୋଇଛି । ସମ୍ବଲପୁର ଅଇଁଠାପାଲ୍ଲୀ ଥାନା ସିଂଘପାଲିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

    ଖବର ଅନୁଯାୟୀ, ସିଂଘପାଲି ସ୍ଥିତ ମାଁ ଦୁର୍ଗା ଗୋ-ଗ୍ୟାସ୍‌ ଗୋଦାମରେ ହଠାତ୍‌ ନିଆଁ ଲାଗିଯାଇଥିଲା ।ଗୋଦାମରେ ନିଆଁ ଲାଗିଥିବା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । କିନ୍ତୁ ସେତେବେଳକୁ ଜଣେ କର୍ମଚାରୀଙ୍କ ଜୀବନ ଚାଲିଯାଇଥିଲା । ନିଆଁରେ ପୋଡି ହୋଇ ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

    ସେହିପରି ଏହି ଅଗ୍ନକାଣ୍ଡରେ ଅନେକ ସାମଗ୍ରୀ ପୋଡି ନଷ୍ଟ ହୋଇଥିବାର ସୂଚନା ମିଳିଛି । କିନ୍ତୁ ଏବେ ଯାଏଁ କ୍ଷୟକ୍ଷତି ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତେବେ କିପରି ଭାବେ ଗ୍ୟାସ୍‌ ଗୋଦାମରେ ନିଆଁ ଲାଗିଲା । ସେନେଇ ତଦନ୍ତ ହେଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

    argus barungandhi breaking news interview kanak news kholakatha latest news latest orissa news latest update news fues news in odia news today news7 odia news odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics rahulgandhi soniagandhi speech today news
    Share. Facebook Twitter LinkedIn WhatsApp Email
    Previous Articleଡ୍ରାଇଭରକୁ ନିଦ ଲାଗିବାରୁ କଣ୍ଟେନରରେ ପିଟିହେଲା ଆମ୍ବୁଲାନ୍ସ : ୩ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ
    Next Article ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ! ଥାନାରେ ଅଭିଯୋଗ କଲେ ଝିଅର ମାଆ
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ଶିକ୍ଷା ବିଭାଗର ପରୀକ୍ଷା ପ୍ରହସନ: ପ୍ରଶ୍ନପତ୍ର ସହ ଉତ୍ତର ବୁଲୁଛି

    November 19, 2022

    ‘ଲୁପ୍ ଲପେଟା’ର ପୋଷ୍ଟର୍ ରିଲିଜ୍

    February 3, 2021

    ମାଛକୁଣ୍ଡ ପୋଲିସ୍‌କୁ ବଡ଼ ସଫଳତା: କମାଣ୍ଡର ଜିପ୍‌ରୁ ଧରାପଡିଲା ୨୦ଲକ୍ଷ ଟଙ୍କାର ଗଞ୍ଜେଇ, ଡ୍ରାଇଭର ଫେରାର୍

    July 19, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.