Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଜୁନ୍‌ ୨୫ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
    ରାଜ୍ୟ

    ଜୁନ୍‌ ୨୫ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    NewsLaxmi7By NewsLaxmi7June 25, 2022No Comments5 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ମେଷ– କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
    ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
    ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
    କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
    ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
    ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

    ବୃଷ – ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ ।କାର୍ଯ୍ୟ ସହଜ ସୁଲଭ ହେବ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
    ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
    ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
    କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
    ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
    ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
    ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

    ମିଥୁନ – ସନ୍ତାନ ହେତୁକ ଚିନ୍ତା ଦୂର ହେବ ।କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
    ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
    ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
    ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ଅର୍ଥ ହାନୀ ହେବ ।
    ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

    କର୍କଟ-ଦିନ ଭରି ମନ ପ୍ରଫୁଲ୍ଲ ରହିବ ଓ ଯେମିତି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ହେବ ନାହିଁ । ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
    ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
    କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
    ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
    ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
    ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ଗୃହିଣୀ- ପରକୁ ଆପଣାର କରିବେ ।

    ସିଂହ – ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟିରେ ସହାୟକ ହୋଇପାରନ୍ତି । ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ର ଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
    ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
    ବ୍ୟବସାୟୀ- ବିଜୟୀ ହେବେ ।
    କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
    ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
    ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
    ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

    କନ୍ୟା – ମତାନ୍ତର ଜନିତ ପାରିବାରିକ ସ୍ତରରେ ଟେନ୍‌ସନ୍ କିଛି ମାତ୍ରାରେ ବଢିଯିବାର ସୂଚନା ରହିଛି ।ଅଭାବ ଦୂର ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କେବଳ ସାମାନ୍ୟ ଚକ୍ଷୁପୀଡା ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
    ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
    ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ଅର୍ଥ ଲାଭ ହେବ ।
    ଗୃହିଣୀ- ସୁଖ ଅନୁଭବ କରିବେ ।

    ତୁଳା – କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ ରେ ଅଟଳ ରହିବେ ।କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
    ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
    ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
    କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
    ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
    ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
    ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

    ବିଛା – ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ପ୍ରାୟତଃ ସ୍ୱାଭାବିକ ରହିବ । କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଦାମ ଧର୍ମକୁ ଆପଣେଇ ନେବେ । ସୁଖ ଭୋଗୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
    ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
    ରୋଗୀ- ସୁସ୍ଥ ଅନୁଭବ କରିବେ ।
    ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
    କର୍ମଜୀବି- ସମ୍ମାନିତ ହେବେ ।
    ବ୍ୟବସାୟୀ- ଅର୍ଥ ଲାଭ ହେବ ।
    ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

    ଧନୁ – କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡିପାରନ୍ତି ।କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା କଫରେ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
    ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
    ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
    କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
    ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
    ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
    ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

    ମକର –ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ । ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
    ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
    ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
    ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
    କର୍ମଜୀବି- ପ୍ରଶଂସିତ ହେବେ ।
    ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
    ଗୃହିଣୀ- ଧାର୍ମିକ ହେବେ ।

    କୁମ୍ଭ – ନୂତନ ନିଯୁକ୍ତିର ସୂଚନା ବନ୍ଧୁଙ୍କ ନିକଟରୁ ପାଇବାର ଆଶା ରହିଛି ।ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ବନ୍ଧୁ ଓ ସରକାରୀ ସହାୟତା ମିଳିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
    ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
    ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
    କର୍ମଜୀବି- ଜଳଯାତ୍ରା ମନା ।
    ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
    ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
    ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

    ମୀନ – ବନ୍ଧୁଙ୍କ ସାହାର୍ଯ୍ୟ କରି ଆତ୍ମତୃପ୍ତି ଲାଭ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
    ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
    ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
    ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
    କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
    ବ୍ୟବସାୟୀ- ଅର୍ଥ ଲାଭ ହେବ ।
    ଗୃହିଣୀ- ସୁଖ ଅନୁଭବ କରିବେ

    argus barungandhi breaking news interview kanak news kholakatha latest news latest orissa news latest update news fues news in odia news today news7 odia news odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics rahulgandhi soniagandhi speech today news
    Share. Facebook Twitter LinkedIn WhatsApp Email
    Previous Articleମାଓବାଦୀ ନାଁରେ ମାଗୁଥିଲେ ଟଙ୍କା, ୨ ଜଣଙ୍କୁ ଗିରଫ କଲା ପୋଲିସ
    Next Article ଜାମୁନି ଘଟଣା ପଛରେ ରାଜନୈତିକ ଶତ୍ରୁତା : ୫ଅଭିଯୁକ୍ତ ଫେରାର, ମାଷ୍ଟରମାଇଣ୍ଡ ଫେରାର୍
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ପରଲୋକରେ ମହେଶବାବୁଙ୍କ ମା’, ଦୀର୍ଘଦିନ ଧରି ଥିଲେ ଅସୁସ୍ଥ

    September 28, 2022

    କର୍ଣ୍ଣାଟକରେ ରାକେଶ ଟିକାୟତଙ୍କ ଉପରେ କାଳି ମାଡ, ତିନି ଅଟକ, ସାମ୍ନାକୁ ଆସିଲା ଭିଡିଓ

    May 30, 2022

    ଖାଦ୍ୟ ନ ମିଳିବାରୁ ୩୮ ସେକେଣ୍ଡରେ ହାତୀ ଉପାଡିଦେଲା ବିଶାଳ ଗଛ

    December 27, 2020
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.