Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»ନଭେମ୍ବର ୨୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
    ଦେଶ ବିଦେଶ

    ନଭେମ୍ବର ୨୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    NewsLaxmi7By NewsLaxmi7November 26, 2022Updated:November 26, 2022No Comments6 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ମେଷ – କାଲି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଭଲ ରେ କଟିବ। ଦୀର୍ଘ ଦିନରୁ ଜମାପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ।

    ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୭

    ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

    ରୋଗୀ- ଅସୁସ୍ଥ ଅନୁଭବ କରିବେ ।

    ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

    କର୍ମଜୀବି- ସମ୍ମାନିତ ହେବେ ।

    ବ୍ୟବସାୟୀ- ଅର୍ଥ ହାନୀ ହେବ ।

    ଗୃହିଣୀ- ସୁଖଭାରା ଦିନଟି ।

    ବୃଷ – ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। କର୍ମକ୍ଷେତ୍ରରେ,ସଭା ସମିତିରେ , ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇ । ସାମୟିକ ଭାବେ ଦୈହିକ ଦୁର୍ବଳତାକର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇକୌଣସି ଭୁଲ୍ କାମ କରିପାରନ୍ତି।

    ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୨ ।

    ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

    ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

    କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।

    ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

    ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

    ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

    ମିଥୁନ – କୌଣସି ବନ୍ଧୁଙ୍କୁ ଅନୁରୋଧ କରି କାମ ହାସଲ ଚେଷ୍ଟା କରିବେ। ସ୍ଥଗିତକାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତକରିବ। ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ । କର୍ମକ୍ଷେତ୍ରରେଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି । ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ ।

    ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୬

    ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି।

    ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

    ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ।

    କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

    ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

    ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

    କର୍କଟ – ଫେରିଯାଉଥିବା ବନ୍ଧୁ ଲେଉଟି ଆସିବ, ଫଳରେ ନିଜ କାମଗୁଡିକୁ ସମ୍ପନ୍ନକରିବାରେ ବ୍ୟସ୍ତତା ବଢିଯାଇପାରେ । ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ,ଯାହାକି ସମସ୍ୟା ସୃଷ୍ଟିର କାରଣ ହୋଇପାରେ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲାକରନ୍ତୁ ସବୁ କିଛି ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି।

    ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୧

    ଗୃହିଣୀ- ସଦିଚ୍ଛା ଭାବ ରହିବ ।

    ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

    କର୍ମଜୀବ- ଟ୍ରାନସ୍‌ଫର ହୋଇପାରେ ।

    ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

    ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

    ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

    ସିଂହ – ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେଲେ ବି ଅନ୍ୟମାନେ ସାହାର୍ଯ୍ୟ କରିବେ । ଘରଭଡା କୁକେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାସୂଚନା ରହିଛି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

    ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୫ ।

    ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

    ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

    କର୍ମଜୀବି- ଅର୍ଥ ହାନୀ ହେବ ।

    ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

    ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

    ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

    କନ୍ୟା – ବିଶାଖା ନକ୍ଷତ୍ର ସକାଶେ ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିଯିବ ।ପ୍ରତିଯୋଗିତାରେ ସଫଳତା ପାଇବେ। ଆଜି ଦିନଟି ଘର କାମ ସାଙ୍ଗକୁ ଅଫିସ କାମରଜଞ୍ଜାଳ ବଳିଯିବ । ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ହଠାତ୍ କୌଣସି ଖବରପାଇ ବିସ୍ମୟ ପ୍ରକାଶ କରିବେ । ଭାବପ୍ରବଣତା ବଶତଃ ଓଲଟା କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି ।

    ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୨

    ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

    ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

    ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

    କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

    ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

    ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

    ତୁଳା – ଅନୁକୂଳ ଗ୍ରହ ସ୍ଥିତି କାରଣରୁ ଅଟକି ରହିଥିବା କାମ ଆଜି ହୋଇଯିବ ।ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟକରିପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜୁଦ୍‌ଖୋର ମନୋଭାବତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ ।

    ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୭

    ଗୃହିଣୀ- ସୁବିମଳ କୀ�ିର୍ର ଅଧିକାରୀ ହେବେ ।

    ବ୍ୟବସାୟୀ- ଅର୍ଥ ହାନୀ ହେବ ।

    କର୍ମଜୀବ- ସୁ ସମ୍ବାଦ ପାଇବେ ।

    ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।

    ରୋଗୀ- ସୁସ୍ଥ ହେବେ ।

    ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

    ବିଛା – ଅନୁକୂଳ ଗ୍ରହ ସ୍ଥିତି କାରଣରୁ ଅଟକି ରହିଥିବା କାମ ଆଜି ହୋଇଯିବ ।ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପ୍ରତିଟି ସମୟରେ ନୀଚସଂସର୍ଗରୁ ଦୂରେଇ ରହନ୍ତୁ। ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନହୋଇଯିବ । ଭାବୁଥିବା କାମଟିକୁ ଶେଷ କରିପାରିବେନି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।

    ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୪

    ଚାଷୀ- କର୍ମ ଲାଭଜନକ ହେବ ।

    ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

    ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

    କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

    ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

    ଗୃହିଣୀ- ଧାର୍ମିକ ହେବେ ।

    ଧନୁ – ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳତା ପ୍ରକାଶକରିବେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ। ଆଜିର ନୁତନକର୍ମାରମ୍ଭ ପ୍ରୀତିପଦ ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀ ଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ ।

    ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୬

    ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

    ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

    କର୍ମଜୀବ- ସୁ ସମ୍ବାଦ ପାଇବେ ।

    ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

    ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

    ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

    ମକର – ପରିବାରର ସଦସ୍ୟଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସାହାର୍ଯ୍ୟ ଆସିପାରେ । ବନ୍ଧୁମାନଙ୍କସହ ବ୍ୟବହାରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ । କର୍ମାରମ୍ଭ, ଯାନବାହନ,ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ହଠାତ୍ କୌଣସି ଖବର ପାଇ ଖୁସି ହେବେ । ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ ।

    ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୯

    ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

    ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

    ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

    କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

    ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

    ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

    କୁମ୍ଭ- କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟ କଳାପ କର୍ମକ୍ଷେତ୍ରକୁ ବୁଶୃଙ୍ଖଳିତ କରିପାରେ ।ନିକଟ ସମ୍ପର୍କୀୟମାନଙ୍କ ସହ ସୁଭଭ୍ରମଣ ଯୋଗ ରହିଛି । ନେତୃସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରାଉପକୃତ ହେବେ । ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଚିନ୍ତା କରୁଥିବା କଥାଟି ମୁହଁସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ ।

    ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୧

    ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

    ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

    କର୍ମଜୀବି- ଜଳଯାତ୍ରା ମନା ।

    ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

    ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

    ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

    ମୀନ – ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନ ର ପନ୍ଥା ଖୋଜି ପାଇବେ ।ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ ।କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଖଳ ଲୋକଙ୍କ ଶୁଣାକଥାକୁବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପଡୋଶୀଙ୍କ ସହ ମଧୁର ଆଳାପରେ ମାତିରହିବେ। ।

    ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୪

    ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

    ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

    ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

    କର୍ମଜୀବି- ସମ୍ମାନିତ ହେବେ ।

    ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

    ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଦୁର୍ଘଟଣାରେ ସାଇକେଲ ଆରୋହୀ ଗୁରୁତର, ବସ୍‌ର କାଚ ଭାଙ୍ଗିଦେଲେ ଉତ୍ତ୍ୟକ୍ତ ଲୋକେ
    Next Article ଉପନିର୍ବାଚନ ପୂର୍ବରୁ ମାଓ ପୋଷ୍ଟର, ପୁଣି ସକ୍ରିୟ ମାଓବାଦୀ !
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ଚାରିଧାମ ଯାତ୍ରାକୁ ନେଇ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ ତିରଥ ସିଂ ସରକାର

    July 1, 2021

    ମାନସିକ ରୋଗୀଙ୍କୁ ଅକଥନୀୟ ନିର୍ଯ୍ୟାତନା, ସରକାରୀ ମେଡିକାଲରେ ଚାଲିଛି ଝଡାଫୁଙ୍କା

    September 28, 2022

    ପିଲାଙ୍କ କ୍ଷେତ୍ରରେ ଏହି ପରିବର୍ତ୍ତନ ଦେଖିଲେ ହୋଇ ଯାଆନ୍ତୁ ସାବଧାନ

    October 16, 2021
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.