Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ଗଜରାଜଙ୍କ ୬ ଘଣ୍ଟା ଆତଙ୍କ: ଘର ଭାଙ୍ଗିଲେ, ପନିପରିବା ନଷ୍ଟ କଲେ, ବନ ବିଭାଗ ଟିମ୍ ସହ ମୁହାଁମୁହିଁ
    ଅପରାଧ

    ଗଜରାଜଙ୍କ ୬ ଘଣ୍ଟା ଆତଙ୍କ: ଘର ଭାଙ୍ଗିଲେ, ପନିପରିବା ନଷ୍ଟ କଲେ, ବନ ବିଭାଗ ଟିମ୍ ସହ ମୁହାଁମୁହିଁ

    NewsLaxmi7By NewsLaxmi7January 24, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ

    ବୁଗୁଡ଼ା : ଗଞ୍ଜାମ ଜିଲ୍ଲା ଦକ୍ଷିଣ ଘୁମୁସର ବନଖଣ୍ଡର ବୁଗୁଡ଼ା ବନାଞ୍ଚଳ ମୋଟାବାଡ଼ି ପଞ୍ଚାୟତ ଅଧୀନ ଝାଟିକାବାଡ଼ି ଗ୍ରାମରେ ଗତକାଲି ରାତିରେ ଗୋଟିଏ ଦନ୍ତା ସମେତ ୩ଟିକିଆ ହାତୀପଲ ପଶି ୬ ଘଣ୍ଟା କାଳ ଆତଙ୍କ ଖେଳାଇଛନ୍ତି। ଗୋଟିଏ କଚ୍ଚାଘରକୁ ଭାଙ୍ଗିଦେବା ସହ ବ୍ୟାପକ ପରିମାଣର ପନିପରିବା, ଧାନ ଓ କାନ୍ଦୁଲ ଖାଇ ନଷ୍ଟ କରିପକାଇଛନ୍ତି।

    ଗତ କିଛିଦିନ ହେଲା ଗ୍ରାମ ନିକଟରେ ହାତୀପଲଙ୍କ ଗତିବିଧି ଜାରି ରହିଥିଲା। ହାତୀପଲ ଗତକାଲି ଗାଁ ମୁହାଁ ହୋଇଥିବାରୁ ‌ଏନେଇ ବନ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ଆଗୁଆ ସତର୍କ ସୂଚନା ଦିଆଯାଇଥିଲା। ଏହାସହ ହାତୀଙ୍କ ସୁରକ୍ଷାକୁ ନଜର‌ରେ ରଖି ବିଦ୍ୟୁତ୍ ସରବରାହକୁ ବିଚ୍ଛିନ୍ନ କରାଯାଇଥିଲା। ତେବେ ରାତି ପ୍ରାୟ ୧୧ଟା ବେଳେ ୩ଟି ହାତୀ ଗାଁ ଭିତରେ ପଶିଥିଲେ। ତାଟିକବାଟ ପକାଇ ଘର ଭିତରେ ଲୋକଙ୍କ ଭିତରେ ଛନକା ପଶିଯାଇଥିଲା। ଆଉ କୁଡ଼ିଆରେ ରହୁଥିବା କିଛି ଲୋକ ଜୀବନ ବଞ୍ଚାଇବାକୁ ପଡ଼ୋଶୀଙ୍କ ଛାତଘର ଉପରକୁ ଦୌଡ଼ି ପଳାଇଥିଲେ।

    ଫରେଷ୍ଟର୍ ସୁକାନ୍ତ କୁମାର ପଟ୍ଟନାୟକ ସଦଳବଳେ ଗାଁକୁ ଆସିଥିଲେ। ହାତୀପଲ ସହ ମୁହାଁମୁହିଁ ହୋଇଥିଲେ ହେଁ ସେଠାରୁ ଘଉଡ଼ାଇବାକୁ ସାହସ ଜୁଟାଇ ନପାରି କର୍ମଚାରୀମାନେ ମଧ୍ୟ ଛାତ ଉପରକୁ ପଳାଇଥିଲେ। ବନ ବିଭାଗ କର୍ମଚାରୀଙ୍କ ଉପସ୍ଥିତିରେ ଗ୍ରାମବାସୀ ହାତୀପଲଙ୍କୁ ନିଆଁହୁଳା ଦେଖାଇ ହୋହଲ୍ଲା କରିଥିଲେ। ତେବେ ହାତୀପଲ ଧାନ ଓ କାନ୍ଦୁଲ ସରିବା ପର୍ଯ୍ୟନ୍ତ ଖାଇଚାଲିଥିଲେ। ଏଭଳି ଭାବେ ରାତି ୧୧ଟାରୁ ଭୋର୍ ୫ଟା ପର୍ଯ୍ୟନ୍ତ ଦୀର୍ଘ ୬ ଘଣ୍ଟା ଧରି ହାତୀପଲ ଗାଁ ଭିତରେ ନିର୍ଭୟ‌ରେ ‌ଏଣେତେଣେ ବୁଲୁଥିଲେ।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଆଦିବାସୀ ଶିଶୁଙ୍କ ପାଇଁ ଆଶୀର୍ବାଦ ଯୋଜନା ଅପହଞ୍ଚ
    Next Article ବଢ଼ିଲା ଦିନ ତାପମାତ୍ରା: ରାଜ୍ୟର କିଛି ସ୍ଥାନରେ ଗରମ, କିଛିରେ ଥଣ୍ଡା
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ସବୁଠାରୁ ଦାମୀ ଚଳଚ୍ଚିତ୍ର ‘ବ୍ରହ୍ମାସ୍ତ୍ର’!

    November 28, 2020

    ଉତ୍ତରାଖଣ୍ଡ ଚାମୋଲିର ଯୋଶୀମଠ ପରିସ୍ଥିତି ସମୀକ୍ଷା ପାଇଁ ଏନ୍‌ସିଏମ୍‌ସିର ଜରୁରି ବୈଠକ

    January 11, 2023

    ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍: କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ

    December 21, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.