Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ନାବାଳକ ଅଭିଯୁକ୍ତ ‌ଲୋଡ଼ି ପାରିବେ ଆଗୁଆ ଜାମିନ
    ରାଜ୍ୟ

    ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ନାବାଳକ ଅଭିଯୁକ୍ତ ‌ଲୋଡ଼ି ପାରିବେ ଆଗୁଆ ଜାମିନ

    NewsLaxmi7By NewsLaxmi7January 24, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ .

    କଟକ : କୌଣସି ଅପରାଧିକ ମାମଲାରେ ଅଭିଯୁକ୍ତ ଥିବା ନାବାଳକ ଆଗୁଆ ଜାମିନ ଆବେଦନ କରି ପାରିବେ। ସିଆର୍‌ପିସିର ଧାରା ୪୩୮ରେ ନାବାଳକଙ୍କ ଆଗୁଆ ଜାମିନ ଆବେଦନ ଗ୍ରହଣୀୟ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ରାୟ ଦେଇଛନ୍ତି।

    କିଶୋର ନ୍ୟାୟ ଆଇନ (ଜେଜେ ଆକ୍ଟ) ଅନୁସାରେ ଜଣେ ନାବଳକକୁ ଗିରଫ କରାଯାଇ ପାରିବ ନାହିଁ। ଯେଉଁଠି ଗିରଫଦାରୀର ଆଶଙ୍କା ନାହିଁ ସେଠାରେ ଆଗୁଆ ଜାମିନ ଆବେଦନ ସଂପର୍କିତ ଧାରା ୪୩୮ ଲାଗୁ ହେବ ନାହିଁ ବୋଲି ଭଦ୍ରକ ‌ଜିଲ୍ଲା ଓ ଦୌରା ଜଜ୍ ଅଦାଲତ ରାୟ ଦେଇଥିଲେ। ଏଥି ସହିତ ଅଦାଲତ ନାବାଳକଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଥିଲେ। ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ମାମଲାର ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା ଯେ ଏସ୍‌ସି ଆଣ୍ଡ ଏସ୍‌ଟି (ପିଏ) ଆଇନରେ ସିଆରପିସିର ଧାରା ୪୩୮ରେ ଆଗୁଆ ଜାମିନ ପ୍ରଦାନ ଉପରେ ସ୍ବତନ୍ତ୍ର ଭାବେ ଅଙ୍କୁଶ ରହିଛି। କିନ୍ତୁ ଜେଜେ ଆକ୍ଟରେ ଆଗୁଆ ଜାମିନ ଉପରେ ଅଙ୍କୁଶ ନେଇ ନିର୍ଦ୍ଦିଷ୍ଟ ଭାବେ କିଛି ବି ଉଲ୍ଲେଖ ନାହିଁ। ତେଣୁ ଏପରି କ୍ଷେତ୍ରରେ ସିଆରପିସିର ଧାରା ୪୩୮ ଲାଗୁ ହେବ। ଜଣେ ନାବାଳକଙ୍କ ଆଗୁଆ ଜାମିନ ଆବେଦନ ଗ୍ରହଣୀୟ ହେବ ବୋଲି ହାଇକୋର୍ଟ କହିଛନ୍ତି। ଏଥି ସହିତ ଆବେଦନକାରୀ ଦୁଇ ନାବାଳକଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଆଗୁଆ ଜାମିନ ମଞ୍ଜୁର କରିଛନ୍ତି।

    ବିବରଣୀରୁ ପ୍ରକାଶ ଯେ ‌ଦୁଇ ନାବାଳକଙ୍କ ବିରୋଧରେ ଚୋରି ଅଭିଯୋଗ ନେଇ ଥାନାରେ ଅପରାଧିକ ମାମଲା ରୁଜୁ ହୋଇଥିବା ବେଳେ ସେମାନେ ଭଦ୍ରକ ଜିଲ୍ଲା ଓ ଦୌରା ଜଜ୍ ଅଦାଲତରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ। ୨୦୨୨, ଜୁଲାଇ ୧୦ରେ ଏହି ଆବେଦନ ଖାରଜ ହେବା ପରେ ଉଭୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଜଣେ ନାବାଳକଙ୍କ ଆଗୁଆ ଜାମିନ ଆବେଦନ ଗ୍ରହଣୀୟ ହେବ ବା ନାହିଁ ସେ ନେଇ ଶୁଣାଣି ହୋଇଥିଲା। ହାଇକୋର୍ଟ ଆମିକସକ୍ୟୁରୀ ଭାବେ ବରି‌ଷ୍ଠ ଆଇନଜୀବୀ ଧରଣୀଧର ନାୟକଙ୍କୁ ନିଯୁକ୍ତି ଦେଇଥିଲେ।
    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଏସ୍‌ଭିଏମ୍ କଲେଜ ନାଁରେ ଜାଲ୍‌ ଚିଠିକୁ ନେଇ ତନାଘନା
    Next Article ସମୁଦ୍ରରେ ବୁଡ଼ିଗଲେ ୩ ପର୍ଯ୍ୟଟକ; ଜଣେ ମୃତ, ଜଣେ ନିଖୋଜ, ଜଣେ ଉଦ୍ଧାର
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ଜାତୀୟ ବାଳିକା ଏକାଡେମି ହକି ଉଦ୍‌ଘାଟିତ, ବିଜୟରୁ ଓଡ଼ିଶା ନାଭାଲ ଟାଟା ହକି ଏକାଡେମିର ଅଭିଯାନ

    March 18, 2021

    ଦୀର୍ଘ ୪୯୯ ବର୍ଷ ପରେ ପଡ଼ିଛି ଧନତରାସର ଏମିତି ସଂଯୋଗ, ଜାଣନ୍ତୁ କେଉଁ ସମୟରେ ମାଆ ଲକ୍ଷ୍ମୀଙ୍କୁ ପୂଜା କଲେ ମିଳିବ…

    November 10, 2020

    କଙ୍ଗନାଙ୍କ ଟିମ୍‌ରେ ନୱାଜୁଦ୍ଦିନ

    July 15, 2021
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.