Subscribe to Updates

    Get the latest creative news from FooBar about art, design and business.

    What's Hot

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023
    Facebook Twitter Instagram
    Trending
    • ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
    • ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌
    • କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
    • ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
    • ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
    • ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
    • ୧୧ଟି ଜେଲ୍‌ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
    • ୨୦% ଇଥାନଲ୍‌ ମିଶା ‌ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
    Tuesday, February 7
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ସ୍ବାମୀଙ୍କ ଉପରେ ରାଗ, ପତ୍ନୀଙ୍କୁ ଗଣଦୁଷ୍କର୍ମ
    ଅପରାଧ

    ସ୍ବାମୀଙ୍କ ଉପରେ ରାଗ, ପତ୍ନୀଙ୍କୁ ଗଣଦୁଷ୍କର୍ମ

    NewsLaxmi7By NewsLaxmi7January 25, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
    ଫୁଲବାଣୀ: ସ୍ବାମୀଙ୍କ ଉପରେ ରାଗ ଶୁଝାଇବା ପାଇଁ ପତ୍ନୀଙ୍କୁ ଗଣଦୁଷ୍କର୍ମ! କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅଞ୍ଚଳରେ ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି। ଅଭିଯୁକ୍ତମାନେ ମହିଳାଙ୍କ ଘରେ ଥିବା କାର୍‌ ମଧ୍ୟ ଭଙ୍ଗାରୁଜା କରିଛନ୍ତି।

    ଗତ ୨୨ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ସଦର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଅଭିଯୋଗ ଅନୁସାରେ ପ୍ରାୟ ଦୁଇମାସ ତଳେ ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ବ୍ୟକ୍ତି ମଦ ପିଇ ବିଚ୍‌ ରାସ୍ତାରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଗାଳିଗୁଲଜ କରୁଥିଲେ। ଏହିସମୟରେ ଉକ୍ତ ମହିଳାଙ୍କ ସ୍ବାମୀ ପ୍ରତିବାଦ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ତେଣୁ, ରାଗ ଶୁଝାଇବାକୁ ଯାଇ କିଛି ଯୁବକ ଜୋର୍‌ଜବରଦସ୍ତି ତାଙ୍କ ଘରେ ପଶିଥିଲେ। ସେତେବେଳେ ତାଙ୍କ ସ୍ବାମୀ ଘରେ ନଥିଲେ। ମହିଳା ଜଣକ ବିରୋଧ କରିଥିଲେ ମଧ୍ୟ ଅଭିଯୁକ୍ତଙ୍କ ଉପରେ ତାହାର କୌଣସି ପ୍ରଭାବ ପଡ଼ିନଥିଲା। ସେମ‌ାନେ ଗଣଦୁଷ୍କର୍ମ କରିଥିଲେ ବୋଲି ଏତଲାରେ ଦର୍ଶାଯାଇଛି। ଅନ୍ୟପକ୍ଷରେ, ଏହି ଘଟଣାକୁ ନେଇ ସେହି ଗ୍ରାମରେ ଉତ୍ତେଜନା ସୃଷ୍ଟି‌ ହୋଇଛି। ଏ ସମ୍ପର୍କରେ ସଦର ଥାନାଧିକାରୀ ସମୀର କୁମାର ରାଉତ କହିଛନ୍ତି, ଧର୍ମକୁ ନେଇ ଆକ୍ଷେପ ପ୍ରତିଆକ୍ଷେପର ଅନୁସନ୍ଧାନ ଚାଲିବା ସହିତ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

    ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

    argus barun gandhi breaking news featured interview kanak news khola katha latest news latest orissa news latest update news fues news in odia news today news7 odia news odisha famous people odisha khabar odisha latest odisha latest news odisha political news odisha9 orissa latest orissa political news otv otv live political update politices politics in odisha rahul gandhi sonia gandhi speech today news
    Share. Facebook Twitter LinkedIn WhatsApp Email
    Previous Articleଆବାସ ହିତାଧିକାରୀ ଚୟନରେ ଦୁର୍ନୀତି ଅଭିଯୋଗ, କଂଗ୍ରେସର ଧାରଣା
    Next Article ବନ୍ଧୁତ୍ବର ଏକ ଜ୍ବଳନ୍ତ ନିଦର୍ଶନ: ବର୍ଷେ ଲାଉକରି ଆଣିଲେ, ଏବେ ସାଇକଲ୍‌ରେ ଠେଲିଠେଲି ସ୍କୁଲ୍‌କୁ ଆଣୁଛନ୍ତି
    NewsLaxmi7
    • Website

    Related Posts

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    • Facebook
    • Twitter
    • Instagram
    • YouTube
    Our Picks

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023
    Don't Miss
    ରାଜ୍ୟ

    ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି

    February 7, 2023

    ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ…

    ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍‌

    February 7, 2023

    କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ

    February 7, 2023

    ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା

    February 7, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Your source for the lifestyle news. This demo is crafted specifically to exhibit the use of the theme as a lifestyle site. Visit our main page for more demos.

    We're accepting new partnerships right now.

    Email Us: info@example.com
    Contact: +1-320-0123-451

    Our Picks

    ମହାକାଶରେ ବିକ୍ରମ-ଏସ୍ ଦେଖାଇବ ବିରାଟ ରୂପ, ୧୧.୩୦ମିନିଟ୍‌ରେ ଶ୍ରୀହରିକୋଟରୁ ଲଞ୍ଚ୍

    November 18, 2022

    ନଭେମ୍ବର ୨୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

    November 26, 2022

    ବଲାଙ୍ଗୀରରେ ହିଟ୍‌ ଆଣ୍ଡ ରନ୍‌: ଫିଲ୍ମ ଷ୍ଟାଇଲରେ ହତ୍ୟା ଷଡ୍‌ଯନ୍ତ୍ର

    May 22, 2022
    Quick Links
    • Home
    • About Us
    • Advertise With Us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About Us
    • Advertise With Us
    • Contact Us

    Type above and press Enter to search. Press Esc to cancel.