ରାଜ୍ୟ ସ୍ପେଶାଲ ରିପୋର୍ଟ

5T ସଚିବ ଭିକେ ପାଣ୍ଡିଆନଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ, ନିର୍ମାଣାଧୀନ ଅଞ୍ଚଳ ବୁଲି ଦେଖିଲେ

ଭୁବନେଶ୍ୱର ୧୬।୧୧: 5T ସଚିବ ଭିକେ ପାଣ୍ଡିଆନଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ। କ୍ୟାପିଟାଲ ହସ୍ପିଟାଲ ଭିତ୍ତିଭୂମି ବିକାଶର ସମୀକ୍ଷା କଲେ 5T ସଚିବ। ଟ୍ରୋମା କେୟାର ଓ ସର୍ଜରୀ ବ୍ଲକ ଜୁନିଅର ହଷ୍ଟେଲର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି I

ତେବେ ଏହି ଗସ୍ତ ଅବସରରେ ସ୍ବାସ୍ଥ୍ୟ ବିଭାଗ ସଚିବ ଶାଳୀନ ପଣ୍ଡିତ, ସଚିବ ବୀର ବିକ୍ରମ ଯାଦବ, ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ବିଜୟ ମହାପାତ୍ର ସମେତ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଉପସ୍ଥିତ ଥିଲେ । ହସ୍ପିଟାଲ ପରିସରରେ ହେଉଥିବା ନିର୍ମାଣଧୀନ ଅଞ୍ଚଳ ବୁଲିବା ସହ ବହୁ ସମୟ ଧରି ଆଲୋଚନା କରିଛନ୍ତି । ଆସନ୍ତା ୨୦୨୩ ସୁଦ୍ଧା ନିର୍ମାଣ କାମ ଶେଷ ହେବ ସୂଚନା ଦେଇଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ ।

ସେହିପରି କ୍ୟାପିଟାଲ ହସ୍ପିଟାଲ ପରିସରରେ ୮୦ କୋଟିର ଟ୍ରମା କେୟାର ସେଣ୍ଟର ନିର୍ମାଣ ଚାଲିଛି । ଯାହାକୁ ବୁଲି ଅନୁଧ୍ୟାନ କରିଛନ୍ତି 5T ସଚିବ । ଏହାବ୍ୟତୀତ ୨୮୦ କୋଟି ଟଙ୍କାରେ ନିର୍ମାଣ ଚାଲିଥିବା ପିଜିଆଇ ବ୍ଲକର ମଧ୍ୟ ସାଇଟ୍‌ ବୁଲି ଦେଖିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।