ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ପାଟଣାରେ ଆରମ୍ଭ ହେଲା ଟିକାକରଣ, ବିଭିନ୍ନ ଦାବି ନେଇ କଳା ବ୍ୟାଚ୍ ପିନ୍ଧିଲେ ୧୬ ସ୍ୱାସ୍ଥ୍ୟକର୍ମୀ

ପାଟଣା ୧୮।୦୧ : ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଜି କରୋନା ଟିକାକରଣ ଆରମ୍ଭ ହୋଇଛି । ପାଟଣା ବିଡିଓଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଟିକାକରଣ । ବିଭିନ୍ନ ଦାବିରେ କଳା ବ୍ୟାଚ ପିନ୍ଧି ଟିକା ନେଲେନାହିଁ ୧୬ ସ୍ୱାସ୍ଥ୍ୟକର୍ମୀ ।

ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୋଟ ୨୫୭ ଜଣ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଛି । ଆଜିଠାରୁ ଠାରୁ ଶୁକ୍ରବାର ମଧ୍ୟରେ ମୋଟ ୨୫୭ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଟିକାକରଣ କରାଯିବ। ଆଜି ମୋଟ ୧୦୦ ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଚତୁର୍ଥ ଶେଣୀ କର୍ମଚାରୀ ମାନେ ଟିକା ଗ୍ରହଣ କରିଛନ୍ତି। ସେହିପରି ଅନ୍ୟପଟେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ୧୬ ଜଣ ସ୍ୱାସ୍ଥ୍ୟକର୍ମୀ କ୍ୟାଡ଼ର ପରିବର୍ତ୍ତନ ଓ ପଦୋନ୍ନତି ଦାବିରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କରିଛନ୍ତି । ଟିକାକରଣ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ, ସେମାନେ ଟିକା ନେଇନାହାନ୍ତି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର