ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଓଲଟିଲା ଦଶଚକିଆ ଟ୍ରକ, ଯାତାୟତ ବାଧାପ୍ରାପ୍ତ

ବରଗଡ଼ ୨୫।୦୧ : ରାସ୍ତାରେ ଓଲଟିଲା ଦଶଚକିଆ ଟ୍ରକ ।ବରଗଡ଼ ଜିଲ୍ଲା ଅତାବିରା ନିକଟସ୍ଥ ଦମମଦା ବ୍ରିଜ୍ ନିକଟରେ ଓଲଟିଛି ଦଶଚକିଆ ଟ୍ରକ । ଯାହାଫଳରେ କି ରାସ୍ତା ଅବରୋଧ ହୋଇଛି । ଯାତାୟତ ଠପ୍‌ ହୋଇଯାଇଛି ।

ଖବର ଅନୁଯାୟୀ, ଅତାବିରା ଦମଦମା ବ୍ରିଜ ନିକଟ ଜାତୀୟ ରାଜପଥରେ ସୋମବାର ଦିନ ଏକ ଟ୍ରକ ଓଲଟିପଡିଛି ।ଭାରସାମ୍ୟ ହରାଇ ଓଲଟି ପଡିଛି ଟ୍ରକ । ମାଲବୋଝେଇ ଗାଡିଟି ଓଲଟି ଯିବା ଫଳରେ ରାସ୍ତା ବନ୍ଦ ହୋଇଯାଇଛି । ଯାହାଫଳରେ କି ଲୋକଙ୍କ ଯାତାୟତରେ ବାଧା ପାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ