ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଆଇଟିଆଇ ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି