ଦେଶ ବିଦେଶ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୯,୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଳୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୯,୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୨୪ ଘଣ୍ଟା ମଧ୍ୟରେ ପୁଣି ୭୮ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୪୭ ହଜାର ୩୦୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ପହଞ୍ଚିଛି ୧ ଲକ୍ଷ ୫୫ ହଜାର ୧୫୮ରେ।

ଦେଶରରୁ ସୁସ୍ଥ ହୋଇ ସାରିଲେଣି ସମୁଦାୟ ୧ କୋଟି ୫ ଲକ୍ଷ ୪୮ ହଜାର ୫୨୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧ ଲକ୍ଷ ୪୩ ହଜାର ୬୨୫ ଜଣ। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୪ ହଜାର ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦେଶରେ ଏବେ ସୁଦ୍ଧା ଟିକା ନେଇ ସାରିଲେଣି ୬୨ ଲକ୍ଷ ୬୯ ହଜାର ୮ ଜଣ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ