ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଏଥର ଅନଲାଇନରେ ମିଳିବ ମାଟ୍ରିକ ସାର୍ଟିଫିକେଟ

ଭୁବନେଶ୍ବର: ଏଥର ଅନଲାଇନରେ ମାଟ୍ରିକ ସାର୍ଟିଫିକେଟ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସାର୍ଟିଫିକେଟ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନଲାଇନରେ ମିଳିବ। ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗଣଶିକ୍ଷା ବିଭାଗ ଓ ଓକାକର ମିଳିତ ପ୍ରୟାସରେ ହାଇସ୍କୁଲ ପିଲାଙ୍କୁ ସାର୍ଟିଫିକେଟ ଅନଲାଇନରେ ମିଳିବ ବୋଲି କୁହାଯାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି