କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ୨୭।୨: ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ପରେ ରତ୍ନ ସିଂହାସନରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ଶନିବାର ମହାପ୍ରଭୁଙ୍କର ସନ୍ଧ୍ୟା ସମୟରେ ଏହି ବେଶ କରାଯିବ । ପୁଷ୍ପାଳକ, ଖୁଣ୍ଟିଆ, ମେକାପ ପ୍ରଭୃତି ସେବାୟତମାନେ ମହାପ୍ରଭୁଙ୍କୁ ଏହି ବେଶରେ ସୁସଜ୍ଜିତ କରିବେ ।

ଦ୍ବାପର ଯୁଗରେ ଶ୍ରୀକୃଷ୍ଣ ସୁଦର୍ଶନ ଚକ୍ର ପ୍ରେରଣ କରି ଗଜକୁ ଉଦ୍ଧାର କରିଥିବାର କିମ୍ବଦନ୍ତୀ ରହିଛି । ଏହି କିମ୍ବଦନ୍ତୀ ଅନୁଯାୟୀ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି । ଏହି ବେଶ ସହ ମହାପ୍ରଭୁଙ୍କୁ ଖୀରି ଓ ଅମାଲୁ ଭୋଗ କରିବାର ପରମ୍ପରା ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,