ଦେଶ ବିଦେଶ ସ୍ୱାସ୍ଥ୍ୟ

ବିମାନବନ୍ଦରରେ କୋଭିଡ୍ ନିୟମ ଢିଲା, ତାଗିଦ କଲା DGCA

ଭୁବନେଶ୍ବର ୩୧।୩: ବିମାନବନ୍ଦରରେ କୋଭିଡ଼ ନିୟମ ଠିକ୍ ପାଳନ ହେଉନଥିବା ପରିଲକ୍ଷିତ କରିଛି DGCA। ଯାହାକୁ ନେଇ DGCA ଅସନ୍ତୋଷ ପ୍ରକାଶ କରିଛି। କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଓ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାଗୁଡିକୁ DGCA ତାଗିଦ କରିଛି । ନିୟମ କଡ଼ାକଡ଼ି ପାଳନ ପାଇଁ କଡ଼ା ପଦକ୍ଷେପ ନେବା ସହ ଅମାନିଆଙ୍କ ବିରୋଧରେ ସ୍ଥାନୀୟ ପୋଲିସ ସହଯୋଗରେ ଫାଇନ୍ ଆଦାୟ କରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ