କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ

୨୬୩ ଜଣ ପୋଲିସ ଅଧିକାରୀଙ୍କୁ ମିଳିଲା ଆରକ୍ଷୀ ମହାନିର୍ଦ୍ଦେଶକ ପଦକ, ପୁରସ୍କୃତ କଲେ ପୋଲିସ ଡିଜି ଅଭୟ

ଭୁବନେଶ୍ବର ୨।୪: ୨୦୨୦-୨୧ ବର୍ଷ ପାଇଁ ୨୬୩ ଜଣ ପୋଲିସ ଅଧିକାରୀଙ୍କୁ ମିଳିଛି ଆରକ୍ଷୀ ମହାନିର୍ଦ୍ଦେଶକ ପଦକ । ଏଥି ମଧ୍ୟରୁ ଗତବର୍ଷର ୧୦୦ ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ଶୁକ୍ରବାର ପୋଲିସ ଭବନରେ ଆୟୋଜିତ ମହାନିର୍ଦ୍ଦେଶକ ପଦକ ପ୍ରଦାନ ଉତ୍ସବରେ ପୋଲିସ ଡିଜି ଅଭୟ ସମସ୍ତଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିଛନ୍ତି । ତେବେ କରୋନାରେ ସହିଦ ହୋଇଥିବା ୧୭ ଜଣ ପୋଲିସ ଅଧିକାରୀଙ୍କୁ ମଧ୍ୟ ପ୍ରଶଂସା ପତ୍ର ଦିଆଯାଇଛି । ସହିଦ ପୋଲିସ ଅଧିକାରୀଙ୍କ ପରିବାର ବର୍ଗ ଏହି ପତ୍ର ଗ୍ରହଣ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,