କଳା ଓ ସଂସ୍କୃତି ଦେଶ ବିଦେଶ ରାଜନୀତି ରାଜ୍ୟ

ଓଡ଼ିଆ ନବବର୍ଷର ଶୁଭେଚ୍ଛା: ଟ୍ୱିଟ୍ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୧୪/୪: ଆଜି ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ଉପଲକ୍ଷେ ଓଡ଼ିଶାର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆପଣମାନଙ୍କ ମନୋସ୍କାମନା ପୂର୍ଣ୍ଣ ହେଉ ଏହା ହିଁ ମୋର ପ୍ରାର୍ଥନା ।


ସେହିପରି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳକାମନା କରିଛନ୍ତି ଧର୍ମେନ୍ଦ୍ର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,