ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତିନିଦିନ ଲାଗି ଆଖଣ୍ଡଳମଣି ମନ୍ଦିର ବନ୍ଦ

ଭଦ୍ରକ: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ମନ୍ଦିରରୁ ସେବାୟତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତିନିଦିନ ଲାଗି ଆଖଣ୍ଡଳମଣି ମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛ ପ୍ରଶାସନ। ଏନେଇ ଉପଜିଲ୍ଲାପାଳ ପୀତାମ୍ବର ସାମଲ ସୂଚନା ଦେଇଛନ୍ତି।

ତାଙ୍କର ସୂଚନା ଅନୁଯାୟୀ, ଆଜି ଦିନ ୧୨ଟାରୁ ଆଖଣ୍ଡଳମଣି ମନ୍ଦିର ଯିବାକୁ ବାରଣ କରାଯାଇଛି। ଆଗାମୀ ୧୭ ତାରିଖ ଯାଏ ଆଖଣ୍ଡଳମଣି ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ମନ୍ଦିର ବନ୍ଦ ରହିବ। ଏହି ସମୟରେ ମନ୍ଦିରରେ ସେବାୟତମାନେ କେବଳ ରୀତିନୀତି ଅନୁସାରେ ପୂଜା କରିପାରିବେ। ମନ୍ଦିର ଚାରିପାଖକୁ ସାନିଟାଇଜ୍ କରାଯିବା ସହ ସମସ୍ତ ସେବାୟତଙ୍କ କରୋନା ଟେଷ୍ଟ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ