ଖେଳ

ଇଟାଲିଆନ୍ ଓପନ୍‌ ଜିତିଲେ ନାଦାଲ

ରୋମ୍‌: ‌ସ୍ପେନ୍‌ ଟେନିସ ତାରକା ‌ରାଫେଲ ନାଦାଲ୍‌ ଇଟାଲିଆନ୍ ଓପନ୍‌ ଟ୍ରଫି କରାୟତ୍ତ କରିଛନ୍ତି। ଫାଇନାଲ୍‌ରେ ଦ୍ବିତୀୟ ମାନ୍ୟତାପ୍ରାପ୍ତ ନାଦାଲ ୭-୫, ୧-୬, ୬-୩ ସେଟ୍‌ରେ ଶୀର୍ଷ ମାନ୍ୟତାପ୍ରାପ୍ତ ‌ସର୍ବିଆର ନୋଭାକ ଜୋକୋଭିକଙ୍କୁ ପରାସ୍ତ କରିଥିଲେ। ଦୁଇ ଶୀର୍ଷ ମାନ୍ୟତାପ୍ରାପ୍ତ ଖେଳାଳିଙ୍କୁ ନେଇ ‌ଆୟୋଜିତ ଏହି ସଂଘର୍ଷପୂର୍ଣ୍ଣ ଫାଇନାଲ୍‌ ୨ ଘଣ୍ଟା ୪୯ ମିନିଟ୍‌ ଧରି ଚାଲିଥିଲା। ଏଥିରେ ନାଦାଲ ବାଜିମାତ୍‌ କରି ରୋମ୍‌ରେ ଦଶମ ଟ୍ରଫି ଧରିବାର ଗୌରବ ଅର୍ଜନ କରିଥିଲେ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ