ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସୋମବାରରୁ ଶୁକ୍ରବାର ବଜାର ସମ୍ପୂର୍ଣ୍ଣ ସଟଡାଉନ୍, ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଦକ୍ଷେପ

ଭଦ୍ରକ ୨୦।୫: କରୋନା ସଂକ୍ରମଣକୁ ନଜରରେ ରଖି ବଜାରକୁ ସମ୍ପୂର୍ଣ୍ଣ ସଟଡାଉନ୍ ଘୋଷଣା କରାଯାଇଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାକୁ ଦେଖି ଭଦ୍ରକ ଜିଲ୍ଲା ଗେଲପୁର ଗ୍ରାମପଞ୍ଚାୟତ ତରଫରୁ ଏଭଳି ପଦକ୍ଷେପ ନିଆଯାଇଛି । ଗ୍ରାମପଞ୍ଚାୟତ ତରଫରୁ ନଳାଙ୍ଗ ଅଞ୍ଚଳରେ ବୁଦ୍ଧିଜୀବୀ ଓ ବ୍ୟବସାୟୀଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଛି । ଏହି ବୈଠକରେ ଭଦ୍ରକ ବ୍ଲକର ନଳାଙ୍ଗ ବଜାରକୁ ଆସନ୍ତା ୨୪ ତାରିଖ ସୋମବାରରୁ ୨୮ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସଟଡାଉନ୍ ରହିବ । ଏହି ସମୟରେ କେବଳ ଔଷଧ ଦୋକାନ ଖୋଲା ରହିବ ବୋଲି ସରପଞ୍ଚ ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ