ଖେଳ

ନୂଆ ରୂପ ନେବ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ, ନିର୍ମାଣ ହେବ ବିଶ୍ୱସ୍ତରୀୟ ଟେନିସ୍ କୋର୍ଟ

ଭୁବନେଶ୍ୱର ୧୦/୦୭: ନୂଆ ରୂପ ନେବ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରରେ ଏକ Indoor athletic ଷ୍ଟାଡିୟମ ନିର୍ମାଣ ହେବ । ୪୦୦ ମିଟର ଟ୍ରାକ ଥିବା ଏକ Indoor athletic ଷ୍ଟାଡିୟମ ନିର୍ମାଣ ହେବାକୁ ଯାଉଛି । ଏହା ସହ କଳିଙ୍ଗ ଷ୍ଟାଡିୟମ ପରିସରରେ ଏକ ବିଶ୍ୱସ୍ତରୀୟ ଟେନିସ୍ କୋର୍ଟ ନିର୍ମାଣ ହେବ। ଯେଉଁଠି ଡେଭିସ କପ ଭଳି ଷ୍ଟାଣ୍ଡର୍ଡର ପ୍ରତିଯୋଗିତା ଖେଳାଯାଇପାରିବ ।

ଉଚ୍ଚ କାର୍ଯ୍ୟଦକ୍ଷତା କେନ୍ଦ୍ର ପାଇଁ ଆଉ ଏକ ବିଶ୍ୱସ୍ତରୀୟ Swiping poll ନିର୍ମାଣ ହେବ । କେବଳ ଏତିକି ନୁହେଁ ଅନ୍ତର୍ଜାତୀୟ ଇଭେଣ୍ଟ ହେଲେ ଆସୁଥିବା ଅତିଥିମାନଙ୍କ ପାଇଁ ଏକ ଗେଷ୍ଟ ହାଉସ ନିର୍ମାଣ ହେବ । ଏହାସହ ହାଇ ପରଫର୍ମାନ୍ସ ସେଣ୍ଟର ପାଇଁ ଏକ ସ୍ପୋର୍ଟ ହଷ୍ଟେଲ ମଧ୍ୟ କଳିଙ୍ଗ ଷ୍ଟାଡିୟମ ପରିସରରେ ନିର୍ମାଣ ହେବ । ଏହି ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ତୁଷାରିକାନ୍ତି ବେହେରା ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ