ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜୁନିୟର କଲେଜରେ ଯୁକ୍ତ ୨ ସିଟ୍ ବୃଦ୍ଧି ପାଇଁ ଅନୁମତି, ସପ୍ତାହେ ମଧ୍ୟରେ ଆବେଦନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର ୧୩।୭: ବଢିବ ଯୁକ୍ତ ଦୁଇ ସିଟ୍ । ଜୁନିୟର କଲେଜରେ ଯୁକ୍ତ ୨ ସିଟ୍ ବଢାଇବା ପାଇଁ ମିଳିଛି ଅନୁମତି । ସିଟ୍ ବୃଦ୍ଧି ପାଇଁ ସପ୍ତାହେ ମଧ୍ୟରେ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମ୍ସରେ ଅନଲାଇନ୍ ମାଧ୍ୟମରେ ଆବୋଦନ କରିବାକୁ ନିର୍ଦ୍ଦେଶ ରହିଛି । ଚଳିତ ବର୍ଷ ମାଟ୍ରିକ ପାସ୍ କରିଛନ୍ତି ୫ ଲକ୍ଷ ୬୨ ହଜାର ୧୦ ଜଣ ଛାତ୍ରଛାତ୍ରୀ । ରାଜ୍ୟରେ ଯୁକ୍ତ ୨ ସିଟ୍ ସଂଖ୍ୟା ୪ ଲକ୍ଷ ୪୩ ହଜାର ୩୫୪ ରହିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି