ରାଶିଫଳ

ଜୁଲାଇ ୨୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ତାହା ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ । ଏକ ଭିନ୍ନ ପରିସ୍ଥିତିରେ ଜଣେ ଜଣାଶୁଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ – ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାକୁ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ସମ୍ଭାବନା ରହିଛି । ଶୁକ୍ରଙ୍କ ତୃତୀୟସ୍ଥ ରବିଙ୍କ ଯୋଗୁ ସରକାରୀ ହାନି ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ମିଥୁନ – କର୍ମକ୍ଷେତ୍ରରେ ମଧ୍ୟ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କର୍କଟ – ଗୃହରେ ଉନ୍ନତ ଚିନ୍ତା ମାନସିକ ସ୍ଥିରତା ପ୍ରଦାନରେ ସହାୟକ ହେବ । ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ – ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

କନ୍ୟା – ଦୃଷ୍ଟି କୋଣର ଭିନ୍ନତା ଓ ଅସଂଗତ ବିଚାରଧାରା କାରଣରୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । କଠିନ ପରିଶ୍ରମ ଜନିତ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ତୁଳା – ଆଜିର ଯାତ୍ରାରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଚାକିରି କ୍ଷେତ୍ରରେ ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପାରିବାରିକ ପରିସ୍ଥିତି ପୁର୍ବପରି ରହିବ, ୍‌ାହା କି କାମ ପାଇଁ ମନୋବଳ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – କଥାବାର୍ତ୍ତାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସ୍ୱାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ମଧ୍ୟ ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ – କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟ ମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲା ଭଳି କଥା କହିପାରିଲେ ସହଜରେ କାମ ହାସଲ କରିପାରିବେ । ସାହାର୍ଯ୍ୟ ଲାଭ କରି ଆଜି ଅସପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାର ଆଶା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ